ଯଦି ଆପଣଙ୍କ PAN କାର୍ଯ୍ୟକ୍ଷମ ହେଉନାହିଁ, ତେବେ ଆପଣଙ୍କ PAN ପାଇଁ ଏକ ଛୋଟିଆ କାମ କରିବାକୁ ପଡ଼ିବ । ୧୦୦୦ ଟଙ୍କା ଦେୟ ପରେ ଏହା ପୁନର୍ବାର ୩୦ ଦିନ ମଧ୍ୟରେ କାର୍ଯ୍ୟକ୍ଷମ ହେବ ।
ପାନ୍-ଆଧାର ଲିଙ୍କ୍ ସମୟ ସୀମାକୁ ୩ ମାସ ପର୍ଯ୍ୟନ୍ତ ସରକାର ବୃଦ୍ଧି କରିଛନ୍ତି। ମାର୍ଚ୍ଚ ୩୧ରୁ ଜୁନ୍ ୩୦ ପର୍ଯ୍ୟନ୍ତ ଏହି ସମୟ ସୀମା ବୃଦ୍ଧି କରାଯାଇଛି। ଯଦି ଏହି ସମୟସୀମା ମଧ୍ୟରେ ଆପଣ ପାନ୍-ଆଧାର ଲିଙ୍କ୍ ନକରନ୍ତି, ତା’ହେଲେ ଏହା ଅଦରକାରୀ ହୋଇଯିବ।
ଜୁଲାଇ ୧ ରୁ ଏହି ସବୁ କ୍ଷେତ୍ରରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ନିଆଯାଇଛି ନିଷ୍ପତ୍ତି। ପାନ-ଆଧାର ସଂଯୋଗ ହୋଇନଥିଲେ ଦେବାକୁ ପଡ଼ିବ ୧ ହଜାର ଜୋରିମାନା। ସେପଟେ ଏସି ଓ ଗ୍ୟାସ ଦରରେ ଏତିକି ଟଙ୍କା ହୋଇପାରେ ବୃଦ୍ଧି।