ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- ବିଛା ଦିବା ୦୮.୩୬ ଗତେ ଧନୁ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।
ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଜାଣନ୍ତୁ ଆଜି କେଉଁ ରାଶିର ରହିଛି ଘାତ ବାର...
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଜାଣନ୍ତୁ ଆଜି ଆପଣଙ୍କ ଶୁଭ ଅଶୁଭ ସମୟ
ସୈାର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨ ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ
ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ
ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଜାଣନ୍ତୁ ଆଜିର ଘାତ ଚନ୍ଦ୍ର ଓ ଘାତ ବାର
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର –ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି - ୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବୃଷ, ତିଥି - ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ, ଘାତ ଚନ୍ଦ୍ର – ବିଛା ଅହୋରାତ୍ର, ଘାତବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନାସ୍ତି
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର ଚନ୍ଦ୍ର – ମେଷ ଅହୋରାତ୍ର, ତିଥି - ୯ମୀ ରାତ୍ରି ୦୪.୧୧ ଗତେ ୧୦ମୀ, ଘାତ ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବିଛ, ଘାତବାର – କର୍କଟ, ପୁଷ୍କର ଦୋଷ – ୧ ପାଦ-କୁଟୁମ୍ବହାନି-ତିଳକାଞନ ଦାନ ରାତ୍ରି ୦୨.୨୯ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର– ମେଷ ଅହୋରାତ୍ର; ଘାତବାର– ମିଥୁନ
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ...
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ଜାଣନ୍ତୁ ଆପଣଙ୍କ ଶୁଭ ଓ ଅଶୁଭ ସମୟ...
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଆଜି ଆପଣ କୌଣସି ଶୁଭ କାର୍ଯ୍ୟ କରିବାକୁ ଯାଉଛନ୍ତି କି ? ଜାଣିନିଅନ୍ତୁ ସମୟ....
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୬ଷ୍ଠୀ ଦିବା ୦୧.୪୩ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ଦିବା ୦୧.୪୩ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ