ଦିନ ମଜୁରିଆ ଭାବେ ଖଟି ପେଟ ପୋଷୁଥିବା ଦୀନବନ୍ଧୁଙ୍କୁ ମିଳିଗଲା ନୂଆ ପରିଚୟ। ସେ ଏବେ ଗାଙ୍ଗଦହଣୀ ପଞ୍ଚାୟତ ସରପଞ୍ଚ।
‘ମୁଁ ବେପାରୀ ନୁହେଁ, ଡିଲ କରିବି । ମୋର ଖଣି ବ୍ୟବସାୟ କି ମିଡିଆ ନାହିଁ ।’ ଏଭଳି କହିବା ସହ ତାଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଗୋଷ୍ଠୀକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ।
ଗତ ମାସେ ମଧ୍ୟରେ ରାଜ୍ୟରେ ମୋଟ୍ ଲକ୍ଷେ ୫ ହଜାର କୋଟିର ପୁଞ୍ଜିନିବେଶ ସହ ପ୍ରାୟ ୨୫ ହଜାର ନିଯୁକ୍ତି ପାଇଁ ଭିତ୍ତିପ୍ରସ୍ଥର ସ୍ଥାପନ ସହ ଘୋଷଣା ହୋଇଛି।