ପାରାଦୀପ ଇମିଗ୍ରେସନ ପକ୍ଷରୁ ଜାହାଜକୁ ନୋଟିସ୍ କରାଯାଇଛି। ଜାହାଜରୁ କାହାକୁ ଓହ୍ଲାଇବାକୁ ଅନୁମତି ଦିଆଯାଉନି । ତନାଘନା କରୁଛି ଇମିଗ୍ରେସନ ବିଭାଗ।
ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦେଶ । ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡି କୁଆଡେ ଯାଇ ପାରିବ ନାହିଁ ।
୨ ଶହ କୋଟିରୁ ଅଧିକ ଟଙ୍କାର କୋକେନ ଜବତ ହୋଇଥିବା ଭିଏତନାମ ଜାହାଜ MV ଦେବୀ ପାଇଁ ନୂଆ ଅଡୁଆ। ପାରାଦୀପ ବନ୍ଦରରେ ଅଟକ ଥିବା ଏହି ଜାହାଜ ଏବେ ସହଜରେ ମୁକୁଳିବାର ସମ୍ଭାବନା କମ୍।
ଆଇନ ଜାଲରେ ଛନ୍ଦି ହେଲା ଜାହାଜ MV ଦେବୀ। ବନ୍ଦର ଭଡ଼ା ବାବଦକୁ ଦେଇନାହିଁ ୮ କୋଟି।
ଆଜି ଏହି ଜାହାଜରୁ ୨ ଶହ କୋଟି ଟଙ୍କାର କୋକେନକୁ ଜବତ କରିଛି କଷ୍ଟମ୍ ବିଭାଗ। ମିଳିଥିବା ସୂଚନା ଅନୁଯାୟୀ, ପାନାମାରେ ପଞ୍ଜିକୃତ ଏହି ଜାହାଜର ମାଲିକ ହେଉଛନ୍ତି ଭିଏତନାମର।
ପାରାଦୀପରେ ଲାଗିଥିବା ଜାହାଜରେ ୨୨ଟି ପ୍ୟାକେଟ ମିଳିବା ଘଟଣା । ଯାଞ୍ଚ ପରେ ପ୍ୟାକେଟରେ ନିଷିଦ୍ଧ ଡ୍ରଗ୍ସ କୋକେନ ଥିବା ସ୍ପଷ୍ଟ ହେଲା । ସମସ୍ତ ୨୨ ପ୍ୟାକେଟରେ କୋକେନ ଥିବା କଷ୍ଟମ୍ସ ଯାଞ୍ଚରୁ ସ୍ପଷ୍ଟ ହୋଇଛି । ଜବତ କୋକେନ୍ର ଆନୁମାନିକ ମୂଲ୍ୟ ୨୨୦ କୋଟି ଟଙ୍କା ।
ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମାଗିଛନ୍ତି ସୋ-କଜ୍ ନୋଟିସ । କୋକିଂ କୋଲ୍ ଚାଲାଣକୁ ନେଇ କାରଣ ଦର୍ଶାଅ ନୋଟିସ୍ ।
ଅନ୍ତର୍ଦେଶୀୟ ଜଳମାର୍ଗ ପରିଯୋଜନା ଅନ୍ତର୍ଗତ ଏହି ଜେଟ୍ଟି ନିର୍ମାଣରେ ପ୍ରାଥମିକ ପର୍ଯ୍ୟାୟରେ ଇଫକୋ ସାର କାରଖାନା ୧୦ କୋଟି ଟଙ୍କା ବ୍ୟୟ କରିଛି ।