• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Paradip Port

 cocaine smuggling
ପାରାଦୀପ ଜାହାଜରେ କୋକେନ ଚାଲାଣ ପଛରେ କିଏ ? ଆରମ୍ଭ ହେଲା ଖୋଳତାଡ଼....

ଜାହାଜରେ ସ୍ନିଫର ଡଗ୍ ସହାୟତାରେ ସର୍ଚ୍ଚ ଅପରେସନ୍ ...କଷ୍ଟମ, STF, ଗୁଇନ୍ଦା ବିଭାଗ, NCB ଅଧିକାରୀଙ୍କ ଛାନଭିନ୍ ...ଜାହାଜର କ୍ୟାପଟେନ୍ ସହ ୨୧ କ୍ରୁ ମେମ୍ବରଙ୍କୁ ଚାଲିଛି ଜେରା....

 Another Russian National Dies In Odisha
ଓଡ଼ିଶାରେ ପୁଣି ଜଣେ ରୁଷୀୟ ନାଗରିକ ମୃତ, ପାରାଦୀପ ପୋର୍ଟରୁ ମିଳିଲା ମୃତଦେହ...

ପାରାଦୀପ ପୋର୍ଟ ଆଙ୍କରେଜ୍‌ରେ ଥିବା ଏକ ଜାହାଜରେ ଜଣେ ରୁଷୀୟ ନାଗରିକଙ୍କ ମୃତଦେହ ମିଳିଛି।

Preparation Underway By Paradip Port Authorities In View Of Cyclone Jawad
ପାରାଦୀପ ବନ୍ଦରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ଓପନ

ଜୱାଦକୁ ନେଇ ପାରାଦୀପ ବନ୍ଦର ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ବନ୍ଦରର ନିକଟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ୫ଟି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖାଯାଇଛି ।

black rose
ବ୍ଲାକରୋଜ୍ ଜାହାଜ ବୁଡ଼ିବା ଘଟଣାକୁ ପୁରିଲା ୧୨ ବର୍ଷ

ବ୍ଲାକରୋଜ୍ ଜାହାଜ ବୁଡ଼ିବା ଘଟଣାକୁ ପୁରିଲା ୧୨ ବର୍ଷ। ୨୦୦୯ ସେପ୍ଟେମ୍ବର ୯ରେ ପାରାଦୀପ ସମୁଦ୍ରରେ ବୁଡ଼ି ଯାଇଥିଲା ବ୍ଲାକରୋଜ୍। ଜାଲ କାଗଜ ପତ୍ରରେ ବିଦେଶକୁ ଲୁହାପଥର ଚାଲାଣ କରାଯାଉଥିବା ବେଳେ ଏହା ବୁଡି ଯାଇଥିଲା।

paradip port
ପାରାଦୀପରେ ନିର୍ମାଣ ହେବ ଏୟାରପୋର୍ଟ

ପାରାଦୀପ: ବନ୍ଦର ନଗରୀ ପାରାଦୀପରେ ନିର୍ମାଣ ହେବ ଏୟାରପୋର୍ଟ। ଏନେଇ ନୂଆଦିଲ୍ଲୀରେ ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି। ସାଗରମାଳା ପ୍ରୋଜେକ୍ଟରେ ପାରାଦୀପ ବନ୍ଦର ଉନ୍ନତି ନେଇ ଏହି ବୈଠକରେ ଆଲୋଚନା ହୋଇଛି। ସେହିଭଳି ସହରରେ ଏକ ୪ଶହ ଶଯ୍ୟା ବିଶିଷ୍ଟ ଉନ୍ନତ ହସ୍ପିଟାଲ ନିର୍ମାଣ ପାଇଁ ବି ନେଇ ନିଷ୍ପତ୍ତି ନିଆଯାଇଛି। ନୂଆଦିଲ୍ଲୀ ଟ୍ରାନ୍ସପୋର୍ଟ ଭବନରେ ବସିଥିବା ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ କେନ୍ଦ୍ର ଜାହାଜ ଚଳାଚଳ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। […]

paradeep
ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଶ୍ରମିକ ଆନ୍ଦୋଳନ

ପାରାଦୀପ: ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଷ୍ଟିଭେଡର୍ସ କର୍ମଚାରୀ ଓ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ।  ବେଆଇନ ଭାବେ ଶ୍ରମିକଙ୍କ ଛଟେଇ ଓ ବଦଳିର ପ୍ରତିବାଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶ୍ରମିକ। ବନ୍ଦର ନିଷିଦ୍ଧାଞ୍ଚଳରେ ଥିବା ଷ୍ଟିଭେଡର୍ସ କମ୍ପାନୀମାନଙ୍କ ଅଫିସ ଆଗରେ ଆନ୍ଦୋଳନରେ ବସିଛନ୍ତି ଶ୍ରମିକ।  ଆନ୍ଦୋଳନରେ ପ୍ରାୟ ୨ ହଜାର ଶ୍ରମିକ ସାମିଲ ହୋଇଛନ୍ତି।  ଶ୍ରମିକ ଓ କର୍ମଚାରୀ ଆନ୍ଦୋଳନରେ ଲୋଡର ସୁପରଭାଇଜର ମାନେ ବହୁଳ ଭାବରେ ସାମିଲ ହୋଇଛନ୍ତି। ସମସ୍ୟାର ସ୍ଥାୟୀ ସମାଧାନ ନହେବାଯାଏ ଆନ୍ଦୋଳନ ଜାରି […]