• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Paralakhemundi Acf Death

ACF death
ବିଦ୍ୟାଭାରତୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ସୋମ୍ୟଙ୍କ ମା'

ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁକୁ ନେଇ ବଢୁଛି ସସ୍‌ପେନ୍ସ। ସୌମ୍ୟଙ୍କ ମୃତ୍ୟୁକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ଆସୁଥିବାବେଳେ ଘଟଣା ଉପରେ ମୁହଁ ଖୋଲିଛନ୍ତି ବିଦ୍ୟାଭାରତୀ ।

Paralakhemundi ACF Death
ମୁହଁ ଖୋଲିଲେ ବିଦ୍ୟାଭାରତୀ,ମେଡିକାଲ ବେଡରେ ମୋତେ କହିଥିଲେ ‘I Love You’

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା । ନିଆଁରେ ପୋଡ଼ି ହୋଇ ମେଡିକାଲ ବେଡ ମୃତ୍ୟୁ ସହ ସଂଘର୍ଷ କରୁଥିବା ସୌମ୍ୟରଞ୍ଜନ ମହାପାତ୍ର ପତ୍ନୀ ବିଦ୍ୟାଭାରତୀଙ୍କୁ କହିଥିଲେ ‘I Love You’। ଏମିତି କିଛି ଉତ୍ତର ଦେଇଛନ୍ତି ବିଦ୍ୟା। ଶୁଣନ୍ତୁ, ସେ କ’ଣ କହୁଛନ୍ତି

Paralakhemundi ACF Death
ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା,ମୁହଁ ଖୋଲିଲେ ବିଦ୍ୟାଙ୍କ ବାପା

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ଆସୁଥିବାବେଳେ ଘଟଣା ଉପରେ ମୁହଁ ଖୋଲିଛନ୍ତି ବିଦ୍ୟାଭାରତୀଙ୍କ ବାପା ଶ୍ରୀହରି ପଣ୍ଡା। ସେ କହିଛନ୍ତି ଯେ ଝିଅଜ୍ୱାଇଁଙ୍କ ମଧ୍ୟରେ କୌଣସି ମନୋମାଳିନ୍ୟ ନଥିଲା।

ACF Soumya Ranjan Mohapatra
‘ସୌମ୍ୟଙ୍କ ଅନ୍ୟ ଝିଅ ସହ ସମ୍ପର୍କ ଥିଲା, ଥରେ ଫୋନ୍‌ରେ କଥା ହେବାବେଳେ ଧରାପଡ଼ିଥିଲେ’

ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ସ୍ୱାମୀଙ୍କ ପରକୀୟା ପ୍ରୀତି ନେଇ ଅଭିଯୋଗ ଆଣିବା ସହ ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ।

Paralakhemundi ACF Death
ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: ବୋହୂ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୌମ୍ୟଙ୍କ ବାପା, ମା’

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଭିନ୍ନ ଭିନ୍ନ ତଥ୍ୟ ସାମ୍ନାକୁ ଆସୁଛି।

Paralakhemundi ACF Death
ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପଛର ସତ କଣ ?

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପଛର ସତ କଣ ? କେମିତି ନିଆଁ ଲାଗି ଜଳିଗଲେ ଏହି ଯୁବ ଅଫିସର୍ ? ଏହା ଆକସ୍ମିକ ଦୁର୍ଘଟଣା ନା ହତ୍ୟା ପାଇଁ ହୋଇଥିଲା ସୁଚିନ୍ତିତ ଷଡ଼ଯନ୍ତ୍ର ? ଏନେଇ ତନାଘନା ଚାଲିଥିବା ବେଳେ ସୌମ୍ୟରଞ୍ଜନଙ୍କ ମା’ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି।

Paralakhemundi ACF Death
‘ପୁଅ ସହ ବୋହୂର ସମ୍ପର୍କ ନଥିଲା, ବର୍ଷକ ପାଇଁ ଏଗ୍ରିମେଣ୍ଟ୍‌ ହୋଇଥିଲା’

ସୌମ୍ୟଙ୍କ ମା’ କହିଛନ୍ତି, ‘ବୋହୂର ଖରାପ ଚରିତ୍ର। ମୋ ପୁଅ ସହ ତା’ର ସମ୍ପର୍କ ନଥିଲା। ବର୍ଷକ ପର୍ଯ୍ୟନ୍ତ କୌଣସି ସମ୍ପର୍କ ରହିବ ନାହିଁ ବୋଲି ବାହାଘର ପରେ ଉଭୟଙ୍କ ଏଗ୍ରିମେଣ୍ଟ ହୋଇଥିଲା।