ଗଣତନ୍ତ୍ର ପୁରୀରେ ହିଁ ହୋଇଛି । ଲୋକସଭାରେ ନିଜ ପ୍ରଥମ ଅଭିଭାଷଣରେ ଏପରି କିଛି କହିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର।
ନିଟ୍-ୟୁଜି ପରୀକ୍ଷା ପେପର ଲିକ୍ର ନିରପେକ୍ଷ ଯାଞ୍ଚ ହେବ ବୋଲି କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ।
ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସାଂସଦଙ୍କ ଶପଥପାଠ କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଆଜି ସକାଳ ପ୍ରାୟ ସାଢେ ୯ଟାରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଅମିତ ଶାହ କହିଛନ୍ତି, ଭିଡ଼ ହିଂସା ପାଇଁ ନୂଆ ଆଇନରେ କଠୋର ଦଣ୍ଡ ବ୍ୟବସ୍ଥା ରହିଛି । ଭିଡ଼ ହିଂସା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ୭ ବର୍ଷ କିମ୍ବା ଆଜୀବନ କିମ୍ବା ମୃତ୍ୟୁ ଦଣ୍ଡାଦେଶର ବ୍ୟବସ୍ଥା ରହିଛି ।
ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି କେନ୍ଦ୍ର ସରକାର । ଏ ସଂପର୍କରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ସୂଚନା ଦେଇଥିଲେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।
ପାର୍ଲାମେଣ୍ଟରେ ଆସିପାରେ ‘ୱାନ୍ ନେସନ-ୱାନ୍ ଇଲେକ୍ସନ’ ବିଲ୍ ।