ପୋଲିସ ପାଟ୍ରୋଲିଂ ନିୟମିତ ଭାବେ ହେଉନଥିବାରୁ ଏହାର ଫାଇଦା ନେଉଛନ୍ତି ଲୁଟେରା । ହେଲେ ପୋଲିସ ଭରସାରେ ନରହି ଏବେ ନିଜେ ଅଣ୍ଟା ଭିଡିଛନ୍ତି ଲୋକେ । ଏପରିକି ଝିଅ ବୋହୂ ବି ସାମିଲ ହେଲେ ଏହି ଅଭିଯାନରେ ।