• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Paya Sraddha

Paya Sraddha
ପିତୃପୁରୁଷଙ୍କୁ ମନେ ପକାଇ ପୟାଶ୍ରାଦ୍ଧ, ବଡ଼ବଡ଼ୁଆ ଡାକ

ଆଜି ଆଲୋକର ପର୍ବ ଦୀପାବଳି । ଏଥିପାଇଁ ଉତ୍ସବ ମୁଖର ଗାଁଠୁ ସହର । ଆଜିର ଏହି ଖୁସିର ପର୍ବ ଭିତରେ ଆଉ ଏକ ମହତ୍ତ୍ୱ ରଖେ, ପୟାଶ୍ରାଦ୍ଧ । ଅର୍ଥାତ କାର୍ତ୍ତିକ ଅମାବାସ୍ୟା ତିଥି ପଡୁଥିବାରୁ ପିତୃପୁରୁଷଙ୍କୁ ମନେ ପକାଇବାର ଦିନ । ସେଥିପାଇଁ ତ କେଉଁଠି ପୟାଶ୍ରାଦ୍ଧ କରାଯାଇଛି ତ, ଆଉ କେଉଁଠି କାଉଁରିଆ କାଠି ଜାଳି ବଡ଼ବଡ଼ୁଆ ଡାକ ପକାଯାଇଛି ।