ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ହତ୍ୟାକାଣ୍ଡକୁ ନେଇ ଉତ୍ତେଜନା ପରେ ବଳବତ୍ତର ରହିଛି BNSS-୧୬୩ ଧାରା ।
ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ପୁଣି ଜଳିଲା ହିଂସା ଓ ଅଶାନ୍ତିର ନିଆଁ । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ପରେ ଦେଖାଦେଇଛି ଉତ୍ତେଜନା ।
ନୂଆବର୍ଷକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରର ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଭୁବନେଶ୍ୱରର ବିଭିନ୍ନ ଛକ ଗୁଡ଼ିକରେ ପୋଲିସ ଚେକିଂ କଡ଼ାକଡ଼ି କରା ଯାଇଥିଲା ।