ବଢିଲା ନିର୍ମାଣ ଶ୍ରମିକଙ୍କ ପେନସନ। ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ଶ୍ରମିକ ମାନଙ୍କ ପେନସନ ରାଶିରେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।