ପୋଷା କୁକୁର ଓ ବାଘ ମଧ୍ୟରେ ଲଢେଇ । ହାର୍ ମାନିଲା ବାଘ, ଜିତିଲା କୁକୁର । ଏଭଳି ଦୃଶ୍ୟ ସମସ୍ତଙ୍କୁ ଚକିତ କରିଛି । ଭୟଙ୍କର ଲଢେଇର ପୁରା ଘଟଣା ସିସିଟିଭିରେ ହେଲା କଏଦ ।
କେମିତି ଅବା ନଜାଣିବ ସେ । ସାଢ଼େ ତିନି ବର୍ଷ ହେଲା ସେ ପରା ଏଇଠି ଛୋଟରୁ ବଡ଼ ହୋଇଛି । ଆଉ ତା’ ବାବୁଙ୍କ କୋଳରେ କେତେ ଶୋଇଛି । ଆପଣ ଦେଖୁଥିବା ଏହି କୁକୁର ଆଉ କାହାର ନୁହେଁ ପୂର୍ବତନ ବାଚସ୍ପତି ତଥା ପୂର୍ବତନ ପୁରୀ ବିଧାୟକ ମହେଶ୍ୱର ମହାନ୍ତିଙ୍କ କୁକୁର ।
ଆଉ ଆଜିକୁ ଗୁଲୁ ପାପାର ମୃତ୍ୟୁକୁ ସାତ ଦିନ ପୁରିଛି। ମହାପାତ୍ର ପରିବାର ବ୍ରାହ୍ମଣ ଭୋଜନ, ସ୍ମୃତି ସଭା କରିବା ସହ ଖବର କାଗଜ ରେ ବିଜ୍ଞାପନ ଦେଇ ଗୁଲୁ ପାପାଙ୍କୁ ଦେଇଛନ୍ତି ଶ୍ରଦ୍ଧାଞ୍ଜଳି। ଯାହା ସମାଜକୁ ପ୍ରାଣୀ ପ୍ରେମର ଗୋଟିଏ ନୂଆ ବାର୍ତ୍ତା ଦେଇଛି
୨୦୧୧ ଜାନୁୟାରୀ ୨୭ ତାରିଖ । ୧୨ ବର୍ଷ ତଳର କଥା । ଭୁବନେଶ୍ୱର ଟଙ୍କପାଣି ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରୁ ଲାବ୍ରାଡର୍ ପ୍ରଜାତିର ଏହି କୁକୁରକୁ ଛୁଆ ଅବସ୍ଥାରେ ଆଣିଥିଲେ ବ୍ୟବସାୟୀ ଚନ୍ଦ୍ରଶେଖର । ସ୍ନେହ ସରାଗ ଦେଇ ବଢ଼ାଇଲେ, ଆପଣାର କଲେ । ଶ୍ରଦ୍ଧାରେ ତା ନାଁ ରଖିଥିଲେ ଗୁଲୁପାପା । ମଣିଷ ସିନା ନଥିଲା ସେ, ହେଲେ ମଣିଷଠୁ କିଛି କମ୍ ଦାୟିତ୍ୱ ନିଭାଉନଥିଲା ।
ରାଜଧାନୀ ଭୁବନେଶ୍ୱରରେ ପୋଷା କୁକୁରଙ୍କୁ ନେଇ ଆସିବ ଆଇନ୍। ଏହାଛଡ଼ା ଭୁବନେଶ୍ୱରରେ ଥିବା ବୁଲା କୁକୁରଙ୍କ ବନ୍ଧ୍ୟାକରଣ ଓ ଟିକାକରଣକୁ ତ୍ୱରାନିତ କରିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି।
ନିଜ ପୁଅ କିମ୍ବା ଝିଅକୁ ଯେତିକି ଯତ୍ନ ନିଆଯାଇଥାଏ, ଘରେ ପୋଷାଯାଇଥିବା କୁକୁରର ବି ସେତିକି ଯତ୍ନ ନିଆଯାଏ ।
ଅତି ଯତ୍ନରେ କୁକୁରର ଗୋଦବରାଇ କଲେ ମାଲିକାଣୀ। ବେକରେ ପକାଇଲେ ଫୁଲମାଳ, ପାଖରେ ଥୋଇଲେ ମିଠା..ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ
ରାସ୍ତାରେ କୁକୁର ମଳତ୍ୟାଗ କଲେ ତାକୁ ସଫା କରିବା ଦାୟିତ୍ୱ ବି କୁକୁର ମାଲିକଙ୍କର
ଡୁଗୁ ପାଇଁ ଶୋକାକୁଳ ପରିବେଶ । ୪ ଦିନ ହେବ ଚୁଲି ଜଳିନି, କି ପେଟକୁ ଦାନା ବି ଯାଇନି । ଘରର ପ୍ରତ୍ୟକ ସଦସ୍ୟଙ୍କ ଓଦା ଆଖି ଓ ଭଙ୍ଗା ମନ ଦେଖିଲେ ଯେ କେହି ବି ଠଉରାଇ ପାରିବ ଯେ ଡୁଗୁ ବିନା କେତେ ଦୁଃଖ, ଯନ୍ତ୍ରଣାରେ ବିତୁଛି ଜୀବନ ।
ବିପଜ୍ଜନକ ପ୍ରଜାତିର କୁକୁର ରଖିଲେ ଦୁଇ ମାସ ଭିତରେ ପଞ୍ଜିକରଣ କରିବାକୁ ପଡ଼ିବ ।
କୁକୁର ଖୋଜିବାକୁ ୧୫ ହଜାର ପୁରସ୍କାର ଘୋଷଣା । ସହର ସାରା ପୋଷ୍ଟର, ଖବରକାଗଜରେ ବିଜ୍ଞାପନ ।
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
ବ୍ରିଟେନ୍ରେ ପୋଷା କୁକୁରକୁ କରୋନା ! ମାଲିକ ଠାରୁ ସଂକ୍ରମିତ ହୋଇଥିବା ଆଶଙ୍କା
କରୋନା ଆକ୍ରାନ୍ତ ହେଲା ପୋଷା କୁକୁର । ୟୁନାଇଟେଡ୍ କିଙ୍ଗଡମର ଗୋଟିଏ ପୋଷା କୁକୁର କରୋନା ଆକ୍ରାନ୍ତ ହୋଇଥିବା ସୂଚନା । କୁକୁରର ନମୂନା ପରୀକ୍ଷା ପରେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି ।
ଗୃହପାଳିତ ପଶୁଙ୍କ ଉପରେ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ଆମେରିକାରେ ରହୁଥିବା ଜଣେ ମହିଳା ନିଜ ଗୃହପାଳିତ ପଶୁମାନଙ୍କ ପାଇଁ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ମହିଳା ଜଣକ ନିଜ ଘରେ ୩ଟି ପୋଷା ବିଲେଇ ସହ ଗୋଟିଏ ପୋଷା କୁକୁରକୁ ରଖିଛନ୍ତି ।
ଆପଣ ଅନେକ ପ୍ରେମ ଦେଖିଥିବେ, ହେଲେ ଏମିତି ପ୍ରେମ କେବେ ହେଲେ ଦେଖିନଥିବେ। ସୁଖ ପାଇଁ ବିଶ୍ୱର ଏହି ଲୋକପ୍ରିୟ ପ୍ଲେ-ବଏ ମଡେଲ ନିଜର ୧୫ କୋଟି ଟଙ୍କାର ସଂପତ୍ତିକୁ କୁକୁର ନାଁରେ କରି ଦେଇଛନ୍ତି। କାରଣ ଜାଣିଲେ ଆପଣ କହିବେ ଏମିତି...
ସାବଧାନ ! ପୋଷା କୁକୁର ରଖିଲେ ଏଣିକି ଆପଣଙ୍କୁ ପଞ୍ଜୀକରଣ କରିବାକୁ ପଡ଼ିବ।
ଢ଼େଙ୍କାନାଳ(ରାଜଶ୍ରୀ ଶତପଥୀ): କୁହାଯାଏ ମଣିଷ ଆଉ କୁକୁର ଅତି ନିକତର ବନ୍ଧୁ । କୁକୁର ନିଜ ମାଲିକ ପ୍ରତି କେବେ ବି ଧୋକା ଦେଇନଥାଏ । ଆହୁରି କୁହାଯାଏ ପଶୁମାନେ ଆସୁଥିବା ବିପଦକୁ ଆଗୁଆ ବାରିପାରନ୍ତି । ଠିକ୍ ଏମିତି ଏକ…