• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Petrol Diesel Prices

Petrol And Diesel Price May Cheaper
ଶସ୍ତା ହୋଇପାରେ ପେଟ୍ରୋଲ ଓ ଡିଜେଲ୍‌, ୱିଣ୍ଡଫଲ୍‌ ଟ୍ୟାକ୍ସ ହ୍ରାସ ପରେ ମିଳିଲା ଏମିତି ସଙ୍କେତ...

ଡିସେମ୍ବର ୧ରୁ ଘରୋଇ ସ୍ତରରେ ଉତ୍ପାଦନ ହେଉଥିବା ଅଶୋଧିତ ତୈଳ ଓ ଡିଜେଲ ରପ୍ତାନୀ ଉପରେ ୱିଣ୍ଡଫଲ୍‌ ଟ୍ୟାକ୍ସ(Windfall Tax) ହ୍ରାସ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

Petrol And Diesel Prices May Hike
ସାଧାରଣଜନତାଙ୍କୁ ଝଟ୍‌କା ! ପୁଣି ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦାମ୍‌

କେବଳ ଭାରତ ନୁହେଁ, ବିଶ୍ୱ ସ୍ତରରେ ପେଟ୍ରୋଲିୟମଜାତ ସାମଗ୍ରୀର ଦର ବୃଦ୍ଧି ହୋଇପାରେ। ତୈଳ ରପ୍ତାନୀକାରୀ ଦେଶଙ୍କୁ ନେଇ ଗଠିତ ସଂଗଠନ OPEC ପ୍ଲସ୍ ପକ୍ଷରୁ ଉତ୍ପାଦନ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି।

Petrol-Diesel Price Today
ଏହି ସହରରେ ଶସ୍ତାରେ ମିଳୁଛି ପେଟ୍ରୋଲ ଓ ଡିଜେଲ୍‌

ଲଗାତାର ଭାବେ ଅଶୋଧିତ ତୈଳ ଦର ହ୍ରାସ ଯୋଗୁ ରାଷ୍ଟ୍ରୀୟ ବଜାରରେ ପେଟ୍ରୋଲ ଓ ଡିଜେଲ ଶସ୍ତା ହୋଇପାରେ।ଯଦି ଅଶୌଧିତ ତୈଳ ଦାମ୍‌ ୧୦୦ ଡଲାର ପାଖାପାଖି ରହିବ ତା’ହେଲେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବାର ସମ୍ଭାବନା ରହିଛି।

Petrol And Diesel Price May Cut
ପୁଣି କମିବ ପେଟ୍ରୋଲ ଓ ଡିଜେଲ ! ଜାଣନ୍ତୁ, କ’ଣ କହିଲେ ଏକ୍ସପର୍ଟ...

ବିମାନ ଇନ୍ଧନ(Aviation Turbine Fuel- ATF) ଦାମ୍‌ ଗତକାଲି ୨.୨% କମିଛି। ଅନ୍ୟପକ୍ଷେ, ଗତ କିଛିଦିନ ହେବ କ୍ରୁଡ୍‌ ଅଏଲ୍‌(ଅଶୌଧିତ ତୈଳ) ଦର ପାଖାପାଖି ୧୦୦ ଡଲାର ରହିଛି।

BJD MP Amar Patnaik On Petrol Diesel Prices
କେନ୍ଦ୍ର କମାଇଲା ତୈଳ ଦର, କେବେ ଭାଟ୍‌ ଛାଡ଼ିବେ ଓଡ଼ିଶା ସରକାର ?

ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଏବେ ରାଜ୍ୟ ସରକାରଙ୍କ ପାଳି। ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମିଥିବା ବେଳେ, ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମିଛି।

 Petrol Diesel Prices Today
ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି: ଆଜିଠୁ ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ

ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ ଦର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ପେଟ୍ରୋଲ ଓ ଡିଜେଲରୁ ଏକ୍ସାଇଜ୍ ଡ୍ୟୁଟି କମିଛି।

Petrol Diesel Prices
କମିବ କି ପେଟ୍ରୋଲ ଓ ଡିଜେଲ ଦର ? ମୋଦି କଲେ ଏମିତି ଅପିଲ୍‌...

ପେଟ୍ରୋଲ, ଡିଜେଲରୁ ଭାଟ୍ ହ୍ରାସ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ଭାଟ୍ ହ୍ରାସ କରି ନିଜ ରାଜ୍ୟବାସୀଙ୍କୁ ସୁବିଧା ଦିଅନ୍ତୁ ପ୍ରଧାନମନ୍ତ୍ରୀ କହିଛନ୍ତି।

Know At What Price Our ‘Neighbours’ Are Getting Fuel
ଭାରତରେ ବଢୁଛି ପାକିସ୍ତାନରେ କମୁଛି। ଆମର ୧୧୫ ତାଙ୍କର ମାତ୍ର ୬୩

ଭାରତରେ ଭୟଙ୍କର ବଢୁଛି ତୈଳଦର। ଆମର ଏଇଠି ୧୧୫ ପହଞ୍ଚିଲାଣି ହେଲେ ପାକିସ୍ତାନରେ ଏବେବି ୬୩ ଟଙ୍କାରେ ବିକ୍ରି ହେଉଛି ପେଟ୍ରୋଲ। କେନ୍ଦ୍ରମନ୍ତ୍ରୀ କହୁଛନ୍ତି, ଏଇଥି ପାଇଁ ଆମେ ନୁହେଁ ଅନ୍ତର୍ଜାତୀୟ ବଜାର ଦାୟୀ

CNG Price Hiked Again
ପେଟ୍ରୋଲ, ଡିଜେଲ ପରେ ଏବେ CNG ଉପରେ ମହଙ୍ଗା ମାଡ଼, ୨ ଦିନରେ ୫ ଟଙ୍କା ବୃଦ୍ଧି

ଗୋଟିଏପଟେ ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଗତ କିଛିଦିନ ହେବ CNG ଦାମ୍‌ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ଦିଲ୍ଲୀରେ CNG ଦାମ୍‌ ପ୍ରତି କିଲୋକୁ ୨ ଟଙ୍କା ୫୦ ପଇସା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ଏବେ ସିଏନ୍‌ଜି ପ୍ରତି କିଲୋକୁ ୬୯ ଟଙ୍କା ୧୧ ପଇସା ହୋଇଛି।

CNG Price In Delhi Hiked Again
ମହଙ୍ଗା ଉପରେ ମହଙ୍ଗା ମାଡ଼: କଣ୍ଟ୍ରୋଲ ହେଉନି ପେଟ୍ରୋଲ, ଡିଜେଲ ଦର; ପୁଣି ବଢ଼ିଲା CNG ଦାମ୍‌

ପେଟ୍ରୋଲ, ଡିଜେଲଠୁ ଆରମ୍ଭ କରି ସିଏନ୍‌ଜି ପର୍ଯ୍ୟନ୍ତ ସବୁର ଦାମ୍‌ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବା ବେଳେ CNG(Compressed Natural Gas) ମଧ୍ୟ ମହଙ୍ଗା ହୋଇଛି।

 Petrol,Diesel Prices Hiked Again
ଆହୁରି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ, ୧୬ ଦିନରେ ୧୪ ଥର ବଢ଼ିଲା ଦର

ଆଜି ପୁଣି ଥରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର। ଏହାକୁ ମିଶାଇ ଗତ ୧୬ ଦିନ ଭିତରେ ୧୪ ଥର ପାଇଁ ବଢ଼ିଲାଣି ତେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି।

Again Petrol, Diesel Prices Hiked
ମହଙ୍ଗା ଉପରେ ମହଙ୍ଗା ମାଡ଼, ଭାରି ବାଧୁଛି ତେଲ ଦର

ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦାମ୍ ବୃଦ୍ଧି ପାଇଛି। ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ୯ ଥର ପାଇଁ ବୃଦ୍ଧି ପାଇଛି। ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି। 

Petrol Diesel Prices Hiked Again
୭ ଦିନରେ ୬ ଥର ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଦର ଗତ ୭ ଦିନ ମଧ୍ୟରେ ଷଷ୍ଠଥର ପାଇଁ ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପ୍ରତି ୩୦ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୩୫ ପଇସା ବୃଦ୍ଧି ପାଇଛି।

Again Petrol And Diesel Prices Hiked
ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୭୫ରୁ ୮୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଲଗାତାର ଦ୍ୱିତୀୟ ଦିନରେ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି।

Petrol & Diesel May Hike
ଖୁବ୍‌ଶୀଘ୍ର ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦର

ଖୁବ୍‌ଶୀଘ୍ର ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହୋଇପାରେ। ଅଶୌଧିତ ତୈଳ ଦରରେ ବୃଦ୍ଧି ଘଟିଥିବା ଯୋଗୁ ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। 

Petrol Diesel Prices
ଓଡ଼ିଶାରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ, ମଧ୍ୟରାତ୍ରରୁ ଲାଗୁ ହେଲା ନୂଆ ଦର

ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍‌ ହ୍ରାସ କରାଯାଇଛି।