ଡିସେମ୍ବର ୧ରୁ ଘରୋଇ ସ୍ତରରେ ଉତ୍ପାଦନ ହେଉଥିବା ଅଶୋଧିତ ତୈଳ ଓ ଡିଜେଲ ରପ୍ତାନୀ ଉପରେ ୱିଣ୍ଡଫଲ୍ ଟ୍ୟାକ୍ସ(Windfall Tax) ହ୍ରାସ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି।
କେବଳ ଭାରତ ନୁହେଁ, ବିଶ୍ୱ ସ୍ତରରେ ପେଟ୍ରୋଲିୟମଜାତ ସାମଗ୍ରୀର ଦର ବୃଦ୍ଧି ହୋଇପାରେ। ତୈଳ ରପ୍ତାନୀକାରୀ ଦେଶଙ୍କୁ ନେଇ ଗଠିତ ସଂଗଠନ OPEC ପ୍ଲସ୍ ପକ୍ଷରୁ ଉତ୍ପାଦନ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି।
ଲଗାତାର ଭାବେ ଅଶୋଧିତ ତୈଳ ଦର ହ୍ରାସ ଯୋଗୁ ରାଷ୍ଟ୍ରୀୟ ବଜାରରେ ପେଟ୍ରୋଲ ଓ ଡିଜେଲ ଶସ୍ତା ହୋଇପାରେ।ଯଦି ଅଶୌଧିତ ତୈଳ ଦାମ୍ ୧୦୦ ଡଲାର ପାଖାପାଖି ରହିବ ତା’ହେଲେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବାର ସମ୍ଭାବନା ରହିଛି।
ବିମାନ ଇନ୍ଧନ(Aviation Turbine Fuel- ATF) ଦାମ୍ ଗତକାଲି ୨.୨% କମିଛି। ଅନ୍ୟପକ୍ଷେ, ଗତ କିଛିଦିନ ହେବ କ୍ରୁଡ୍ ଅଏଲ୍(ଅଶୌଧିତ ତୈଳ) ଦର ପାଖାପାଖି ୧୦୦ ଡଲାର ରହିଛି।
ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଏବେ ରାଜ୍ୟ ସରକାରଙ୍କ ପାଳି। ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମିଥିବା ବେଳେ, ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମିଛି।
ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ ଦର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ପେଟ୍ରୋଲ ଓ ଡିଜେଲରୁ ଏକ୍ସାଇଜ୍ ଡ୍ୟୁଟି କମିଛି।
ପେଟ୍ରୋଲ, ଡିଜେଲରୁ ଭାଟ୍ ହ୍ରାସ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ଭାଟ୍ ହ୍ରାସ କରି ନିଜ ରାଜ୍ୟବାସୀଙ୍କୁ ସୁବିଧା ଦିଅନ୍ତୁ ପ୍ରଧାନମନ୍ତ୍ରୀ କହିଛନ୍ତି।
ଭାରତରେ ଭୟଙ୍କର ବଢୁଛି ତୈଳଦର। ଆମର ଏଇଠି ୧୧୫ ପହଞ୍ଚିଲାଣି ହେଲେ ପାକିସ୍ତାନରେ ଏବେବି ୬୩ ଟଙ୍କାରେ ବିକ୍ରି ହେଉଛି ପେଟ୍ରୋଲ। କେନ୍ଦ୍ରମନ୍ତ୍ରୀ କହୁଛନ୍ତି, ଏଇଥି ପାଇଁ ଆମେ ନୁହେଁ ଅନ୍ତର୍ଜାତୀୟ ବଜାର ଦାୟୀ
ଗୋଟିଏପଟେ ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଗତ କିଛିଦିନ ହେବ CNG ଦାମ୍ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ଦିଲ୍ଲୀରେ CNG ଦାମ୍ ପ୍ରତି କିଲୋକୁ ୨ ଟଙ୍କା ୫୦ ପଇସା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ଏବେ ସିଏନ୍ଜି ପ୍ରତି କିଲୋକୁ ୬୯ ଟଙ୍କା ୧୧ ପଇସା ହୋଇଛି।
ପେଟ୍ରୋଲ, ଡିଜେଲଠୁ ଆରମ୍ଭ କରି ସିଏନ୍ଜି ପର୍ଯ୍ୟନ୍ତ ସବୁର ଦାମ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବା ବେଳେ CNG(Compressed Natural Gas) ମଧ୍ୟ ମହଙ୍ଗା ହୋଇଛି।
ଆଜି ପୁଣି ଥରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର। ଏହାକୁ ମିଶାଇ ଗତ ୧୬ ଦିନ ଭିତରେ ୧୪ ଥର ପାଇଁ ବଢ଼ିଲାଣି ତେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି।
ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦାମ୍ ବୃଦ୍ଧି ପାଇଛି। ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ୯ ଥର ପାଇଁ ବୃଦ୍ଧି ପାଇଛି। ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି।
ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଦର ଗତ ୭ ଦିନ ମଧ୍ୟରେ ଷଷ୍ଠଥର ପାଇଁ ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପ୍ରତି ୩୦ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୩୫ ପଇସା ବୃଦ୍ଧି ପାଇଛି।
ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୭୫ରୁ ୮୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଲଗାତାର ଦ୍ୱିତୀୟ ଦିନରେ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି।
ଖୁବ୍ଶୀଘ୍ର ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହୋଇପାରେ। ଅଶୌଧିତ ତୈଳ ଦରରେ ବୃଦ୍ଧି ଘଟିଥିବା ଯୋଗୁ ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।
ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ କରାଯାଇଛି।