• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Petrol Diesel Prices Cut

Slash In Fuel Price
ଦାମ୍‌ କମିବା ପରେ ମଧ୍ୟ କାହିଁକି ୧୦୦ ଟଙ୍କା ଉପରେ ବିକ୍ରି ହେଉଛି ପେଟ୍ରୋଲ ଓ ଡିଜେଲ ?

ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍‌ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ଲିଟର ପିଛା ୫ ଟଙ୍କା ଓ ଡିଜେଲ ଲିଟର ପିଛା ୧୦ ଟଙ୍କା କମିଛି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ  ହ୍ରାସ କରିଥିବାରୁ ଏହାର ଦାମ୍‌ କମିଛି।

Petrol, Diesel Prices Cut
୯ ରାଜ୍ୟରେ ଆହୁରି ଶସ୍ତାରେ ମିଳିବ ପେଟ୍ରୋଲ ଓ ଡିଜେଲ

ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍‌ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଗତ କିଛିଦିନ ଧରି ଯେଉଁଭଳି ଭାବରେ ତୈଳ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଥିଲା, ଏନେଇ ସାଧାରଣ ଜନତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।