ପେଟ୍ରୋଲ, ଡିଜେଲଠୁ ଆରମ୍ଭ କରି ସିଏନ୍ଜି ପର୍ଯ୍ୟନ୍ତ ସବୁର ଦାମ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବା ବେଳେ CNG(Compressed Natural Gas) ମଧ୍ୟ ମହଙ୍ଗା ହୋଇଛି।
ଆଜି ପୁଣି ଥରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର। ଏହାକୁ ମିଶାଇ ଗତ ୧୬ ଦିନ ଭିତରେ ୧୪ ଥର ପାଇଁ ବଢ଼ିଲାଣି ତେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି।
ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦାମ୍ ବୃଦ୍ଧି ପାଇଛି। ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ୯ ଥର ପାଇଁ ବୃଦ୍ଧି ପାଇଛି। ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି।
ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଦର ଗତ ୭ ଦିନ ମଧ୍ୟରେ ଷଷ୍ଠଥର ପାଇଁ ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପ୍ରତି ୩୦ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୩୫ ପଇସା ବୃଦ୍ଧି ପାଇଛି।
ପଞ୍ଚମ ଦିନରେ ଚତୁର୍ଥ ଥର ପାଇଁ ବଢ଼ିଲା ତୈଳ ଦର । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଚ୍ଛା ୮୫ ପଇସା ଓ ଡିଜେଲ ୮୪ ପଇସା ମହଙ୍ଗା ହୋଇଛି ।
ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର । ୧୩୭ ଦିନ ପରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସାରୁ ଊର୍ଦ୍ଧ୍ୱ ବୃଦ୍ଧି ସୂଚନା ମିଳିଛି ।