• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Petrol Price

Petrol Price
କେନ୍ଦ୍ରର ବଡ଼ ନିଷ୍ପତ୍ତି ! କମିବ ପେଟ୍ରୋଲ-ଡିଜେଲ ଦର

ରାଇଘରରେ ପେଟ୍ରୋଲ ୩.୪୧ ପଇସା, ଡିଜେଲ୍ ୩.୨୨ ପଇସା ହ୍ରାସ । ଝରିଗାଁରେ ପେଟ୍ରୋଲ ୩.୨୫ ପଇସା, ଡିଜେଲ୍ ୩.୦୮ ପଇସା ହ୍ରାସ ।

Petrol And Diesel Price May Cheaper
ଶସ୍ତା ହୋଇପାରେ ପେଟ୍ରୋଲ ଓ ଡିଜେଲ୍‌, ୱିଣ୍ଡଫଲ୍‌ ଟ୍ୟାକ୍ସ ହ୍ରାସ ପରେ ମିଳିଲା ଏମିତି ସଙ୍କେତ...

ଡିସେମ୍ବର ୧ରୁ ଘରୋଇ ସ୍ତରରେ ଉତ୍ପାଦନ ହେଉଥିବା ଅଶୋଧିତ ତୈଳ ଓ ଡିଜେଲ ରପ୍ତାନୀ ଉପରେ ୱିଣ୍ଡଫଲ୍‌ ଟ୍ୟାକ୍ସ(Windfall Tax) ହ୍ରାସ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

Petrol And Diesel Prices May Hike
ସାଧାରଣଜନତାଙ୍କୁ ଝଟ୍‌କା ! ପୁଣି ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦାମ୍‌

କେବଳ ଭାରତ ନୁହେଁ, ବିଶ୍ୱ ସ୍ତରରେ ପେଟ୍ରୋଲିୟମଜାତ ସାମଗ୍ରୀର ଦର ବୃଦ୍ଧି ହୋଇପାରେ। ତୈଳ ରପ୍ତାନୀକାରୀ ଦେଶଙ୍କୁ ନେଇ ଗଠିତ ସଂଗଠନ OPEC ପ୍ଲସ୍ ପକ୍ଷରୁ ଉତ୍ପାଦନ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି।

Fuel Prices Cut In Maharashtra
ଆହୁରି ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ

ଆହୁରି ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଦର ଲିଟର ପିଛା ୫ ଟଙ୍କା ହ୍ରାସ ପାଇଥିବା ବେଳେ ଡିଜେଲ ଲିଟର ପିଛା ୩ ଟଙ୍କା ହ୍ରାସ ପାଇଛି। 

petrol price
ପାକିସ୍ତାନରେ କ୍ଷଣିକେ ୫୯ ମହଙ୍ଗା ହେଲା ଡିଜେଲ : ପେଟ୍ରୋଲ ଲିଟର ପିଛା ଦର ୨୩୩

ପେଟ୍ରୋଲିୟମ ଉତ୍ପାଦ ଉପରେ ସବସିଡି ପ୍ରଦାନ କରିବା ସ୍ଥିତିରେ ନାହାନ୍ତି ପାକିସ୍ତାନ ସରକାର ।

Oil Price
ତେଲ ଉପରୁ ରାଜ୍ୟ ଭାଟ୍ କମାଇବାକୁ ଦାବି କଲା ବିଜେପି ଓ କଂଗ୍ରେସ

ପେଟ୍ରୋଲ, ଡିଜେଲ୍ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବାପରେ ଆଜିଠୁ କମିଛି ତେଲ ଦର। ସେପଟେ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ କମାଇବାପରେ ରାଜ୍ୟ ସରକାର ମଧ୍ୟ ଟ୍ୟାକ୍ସ୍ କମାଇବାକୁ ଦାବି କରିଛନ୍ତି ବିଜେପି ଓ କଂଗ୍ରେସ

Petrol Diesel Price
ନିର୍ବାଚନ ସରୁ ସରୁ ବଢ଼ିଲା ପେଟ୍ରୋଲ-ଡିଜେଲ ଦର ! ରୋଷେଇ ଘରେ ବି ହେଲା ପ୍ରହାର

ଆନ୍ତର୍ଜାତିକ ବଜାର ଦର ଅନୁସାରେ ଆଜିଠୁ ନିଇତି ବଦଳିବ ପେଟ୍ରୋଲ ଓ ଡିଜେଲ ଦର । ଏସମ୍ପର୍କରେ ପେଟ୍ରୋଲିୟମ ଡିଲର ସଂଘର କହିବା କଥା, ରୁଷ-ୟୁକ୍ରେନ୍ ଯୁଦ୍ଧ ଯୋଗୁଁ ଆନ୍ତର୍ଜାତିକ ବଜାରରେ ଅଶୋଧିତ ତେଲ ଦର ବଢ଼ିଚାଲିଛି ।

Petrol Price Hike
ଗରିବଙ୍କୁ ଶସ୍ତାରେ ମିଳିବ ପେଟ୍ରୋଲ୍-ଡିଜେଲ୍, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗରିବଙ୍କ ପାଇଁ କେବଳ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୨୫ ଟଙ୍କା ହ୍ରାସ । କେବଳ ବିପିଏଲ୍ କାର୍ଡଧାରୀଙ୍କୁ ୨୫ ଟଙ୍କା କମ୍‌ରେ ମିଳିବ ତେଲ । ଜାନୁଆରୀ ୨୬ରୁ ଲାଗୁ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘୋଷଣା ।

Petrol Diesel Prices
ଓଡ଼ିଶାରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ, ମଧ୍ୟରାତ୍ରରୁ ଲାଗୁ ହେଲା ନୂଆ ଦର

ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍‌ ହ୍ରାସ କରାଯାଇଛି।

Slash In Fuel Price
ଦାମ୍‌ କମିବା ପରେ ମଧ୍ୟ କାହିଁକି ୧୦୦ ଟଙ୍କା ଉପରେ ବିକ୍ରି ହେଉଛି ପେଟ୍ରୋଲ ଓ ଡିଜେଲ ?

ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍‌ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ଲିଟର ପିଛା ୫ ଟଙ୍କା ଓ ଡିଜେଲ ଲିଟର ପିଛା ୧୦ ଟଙ୍କା କମିଛି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ  ହ୍ରାସ କରିଥିବାରୁ ଏହାର ଦାମ୍‌ କମିଛି।

Petrol, Diesel Prices Cut
୯ ରାଜ୍ୟରେ ଆହୁରି ଶସ୍ତାରେ ମିଳିବ ପେଟ୍ରୋଲ ଓ ଡିଜେଲ

ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍‌ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଗତ କିଛିଦିନ ଧରି ଯେଉଁଭଳି ଭାବରେ ତୈଳ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଥିଲା, ଏନେଇ ସାଧାରଣ ଜନତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। 

Petrol price today
ତୈଳ ଦରରେ ନିଆଁ, ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

କମିବାର ନାଁ ଧରୁନି ପେଟ୍ରୋଲ-ଡିଜେଲ ମୂଲ୍ୟ । ଦେଶରେ ଆଜି ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦର । ଗତ କିଛି ଦିନ ଧରି ରାଜଧାନୀ ଦିଲ୍ଲୀ ସମେତ ସମସ୍ତ ମହାନଗର ନିଗମରେ ତୈଳ ଦରର ଲଗାତାର ବୃଦ୍ଧି ପାଇବାରେ ଲାଗିଛି ।

petroll
ଖୁବ୍‌ଶୀଘ୍ର ଶସ୍ତା ହୋଇଯିବ ପେଟ୍ରୋଲ: ଜାଣନ୍ତୁ କେମିତି?

ଅଶୋଧିତ ତୈଳ ଆମଦାନୀ କରୁଥିବା ଦେଶ ମଧ୍ୟରେ ଭାରତ ହେଉଛି ତୃତୀୟ ବୃହତ୍ତମ ଦେଶ। ଭାରତ ବର୍ତ୍ତମାନ ଏହାର ଆବଶ୍ୟକତା ପୂରଣ କରିବା ପାଇଁ ମୁଖ୍ୟତ ଗଲ୍ଫ ଦେଶ ଉପରେ ନିର୍ଭରଶୀଳ। କିନ୍ତୁ ନିକଟରେ ଦେଶର ଅଶୋଧିତ ତୈଳ ଆମଦାନୀ ମିଶ୍ରଣରେ ପଶ୍ଚିମ ଆଫ୍ରିକା ଏବଂ ଆମେରିକାର ଅଂଶ ବୃଦ୍ଧି ପାଇଛି। ତେବେ ଏଠାରୁ ଉତ୍ପାଦନ ହେଉଥିବା ତୈଳ ହାଲୁକା ଗ୍ରେଡ୍ ଅଶୋଧିତ ତୈଳ ବୋଲି ଜଣାପଡିଛି।

petrol price hike
ପୁଣି ବଢ଼ିପାରେ ପେଟ୍ରୋଲ ଓ ଡ଼ିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିପାରେ ତୈଳ ଦର। ପେଟ୍ରାଲ୍‌ ଓ ଡ଼ିଜେଲ୍‌ ଦର ଲିଟର ପିଛା ୪ଟଙ୍କା ବୃଦ୍ଧି ପାଇପାରେ ବୋଲି ଜଣାପଡ଼ିଛି। ଏଭଳି ଆକଳନ କରିଛନ୍ତି ତୈଳ ଓ ଅର୍ଥନୀତି ବିଶେଷକ। କର୍ଣ୍ଣାଟକ ନିର୍ବାଚନର ପୂର୍ବ ସ୍ଥିତିକୁ ଫେରିବାକୁ ହେଲେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକୁ ପେଟ୍ରୋଲ ଓ ଡ଼ିଜେଲ ଦର ବଢ଼ାଇବାକୁ ପଡ଼ିବ ବୋଲି ଏହି ସଂସ୍ଥା କହିଛି। କର୍ଣ୍ଣାଟକ ନିର୍ବାଚନ ଲାଗି ଦୀର୍ଘ ୧୯ ଦିନ ଧରି ତୈଳ ଦରରେ ସଂଶୋଧନ ସ୍ଥଗିତ ରଖାଯାଇଥିଲା। ତେବେ […]

petrol price hike
ପୁଣି ବଢ଼ିଲା ପେଟ୍ରୋଲ୍‌, ଡିଜେଲ୍‌ ଦାମ୍‌

ନୂଆଦିଲ୍ଲୀ: କର୍ଣ୍ଣାଟକ ନିର୍ବାଚନ ସରୁ ସରୁ ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦାମ୍।  ପେଟ୍ରୋଲ ଦାମ୍‌ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଦାମ୍‌ ଲିଟର ପିଛା ୨୧ ପଇସା ବୃଦ୍ଧି  ପାଇଛି। ଏହା ସହିତ ଡିଜେଲ ଦାମ୍‌ ଗତ ୫୬ ମାସରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଗତ ୩ ସପ୍ତାହ ଧରି ପେଟ୍ରୋଲ, ଡିଜେଲ ଦାମ୍‌ ବଢ଼ିନଥିଲା। ତେଣୁ ଚର୍ଚ୍ଚା ହେଉଛି ଯେ, କର୍ଣ୍ଣାଟକ ନିର୍ବାଚନରେ ବିଜେପିକୁ ସୁହାଇବା ପାଇଁ […]

bjd
ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ବିଜେଡ଼ିର ଶାନ୍ତିପୂର୍ଣ୍ଣ ପ୍ରତିବାଦ

ଭୁବନେଶ୍ୱର: ତୈଳ ବଜାରରେ ନିଆଁ। ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ବଢି ଚାଲିଛି।  ଏହାର ପ୍ରତିବାଦରେ କେନ୍ଦ୍ରକୁ ଟାର୍ଗେଟ୍ କରି ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛି ବିଜେଡ଼ି। ବିଜେଡିର ଯୁବ ଓ ଛାତ୍ରବାହିନୀ ପକ୍ଷରୁ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଉଛି।  ଗତକାଲି ମଧ୍ୟ ବିଜେଡି ପକ୍ଷରୁ ଯାଜପୁର ଜିଲ୍ଲା ବଡଚଣାରେ ଥିବା ପେଟ୍ରୋଲ ପମ୍ପରେ ଧାରଣା ଦିଆଯାଇଥିଲା।  ତେବେ ବିଜେପି ଏହାର ଜବାବ ରଖିଛି। ଦଳ କହିଛି, […]

Odisha Bandh
୧୫ରେ ଓଡ଼ିଶା ବନ୍ଦ

ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି।

niranjan
ତୈଳ ଦର ବୃଦ୍ଧିକୁ ବିରୋଧ କରି ରାଜ ରାସ୍ତାକୁ ଓହ୍ଲାଇବ କଂଗ୍ରେସ, ୭ରୁ ୧୭ ଯାଏଁ କରିବ ଆନ୍ଦୋଳନ

ଭୁବନେଶ୍ୱର: ବଢ଼ୁଥିବା ତୈଳ ଦରକୁ ବିରୋଧ କରି ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆସନ୍ତା ୭ରୁ ୧୭ ତାରିଖ ଯାଏଁ ରାଜ୍ୟବ୍ୟାପୀ ପର୍ଯ୍ୟାୟକ୍ରମେ ବିକ୍ଷୋଭ ପ୍ରଦର୍ଶନ କରିବ ଦଳ । ୭ରେ ରାଜ୍ୟର ସମସ୍ତ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ ।…

Petrol
ବେଲଗାମ୍‌ ପେଟ୍ରୋଲ ଦର, ରାଜଧାନୀରେ ୧୦୦ ପାର୍‌, ତିନି ଟଙ୍କା ଦୂରରେ ଡିଜେଲ.. ଜାଣନ୍ତୁ କାହିଁକି ?

ଭୁବନେଶ୍ୱର: ମାଲକାନଗିରି କଥା ଶୁଣି ଯାହା ଶଙ୍କା ଥିଲା, ସେୟା ହେଲା । ଭୁବନେଶ୍ୱର-କଟକରେ ବି ଶହେ ଟପିଗଲା ପେଟ୍ରୋଲ୍ । ମହଙ୍ଗା ମାଡ଼ରେ ଜନତା ଆକ୍ତାମାକ୍ତା ହେଉଥିବା ବେଳେ କ୍ରମାଗତ ତୈଳ ଦର ବୃଦ୍ଧି ସିଧା ସେମାନଙ୍କ ପକେଟ୍‌କୁ ମାଡ଼…

fuel price hike
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଦର ଲିଟର ପିଛା ୨୮ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ଦର ଲିଟର ପିଛା ୨୬ ପଇସା ବୃଦ୍ଧି ପାଇଛି। ଇଣ୍ଟରନାଶନାଲ ମାର୍କେଟରେ  ଅଶୋଧିତ ତୈଳ…