ଶୁଣାଣି କରି ପୁନଃପରୀକ୍ଷାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଏହି ରାୟ ପରେ ଆସନ୍ତାକାଲିଠୁ କାଉନସେଲିଂ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି।
ପୁନଃ ପରୀକ୍ଷା ବଦଳରେ NTA ପକ୍ଷରୁ ଏକ ଏକ୍ସପର୍ଟ କମିଟି ଗଠନ କରାଯାଇ ଗ୍ରେସ ମାର୍କ ବ୍ୟବସ୍ଥା ହୋଇଥିଲା। ଗ୍ରେସ ମାର୍କ ରଦ୍ଦ ସହ ପୁଣି ପରୀକ୍ଷା କରିବାକୁ NTA ନିଷ୍ପତ୍ତି ନେଇଥିଲା।
ଦୁଇ ସପ୍ତାହ ମଧ୍ୟରେ ଏନଟିଏକୁ ଜବାବ ମାଗିଛନ୍ତି ଉଚ୍ଚତମ ନ୍ୟାୟାଳୟ। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୮ ତାରିଖରେ ହେବ।
୨୩ରେ ପରୀକ୍ଷା , ୩୦ରେ ବାହାରିବ ରେଜଲ୍ଟ । ପେପର ଲିକ୍ ହୋଇନି କହିଲେ ଶିକ୍ଷାମନ୍ତ୍ରୀ ।