କେତେକ ହିଂସାତ୍ମକ(ବିପଦପୂର୍ଣ୍ଣ) କାର୍ଯ୍ୟକଳାପକୁ ଲକ୍ଷ ରଖି ଗୁଗୁଲ ନିକଟରେ ଅନେକଗୁଡିଏ(୨୨ଟି) ଆପ୍କୁ ହଟେଇ ଦେଇଛି। କୁହାଯାଉଛି ଯେ ଡିଭାଇସ୍ ବ୍ୟବହାର ନ ହେଉଥିଲେ ବି ଏହି ଆପ୍ ବିଜ୍ଞାପନ ଚଲେଇବାକୁ ସକ୍ଷମ ହୁଅନ୍ତି। ଡିଭାଇସ୍ରୁ ଏସବୁକୁ ଡିଲିଟ୍ କରିବାକୁ ପଡିବ।
ବିଜ୍ଞାପନ ନାଁରେ ବ୍ୟାକ୍ଗ୍ରାଉଣ୍ଡରେ ଅନେକ ୱେବ୍ସାଇଟ୍ ପେଜ୍ ଖୋଲୁଥିଲା । ଯାହାଫଳରେ ୟୁଜର୍ସମାନଙ୍କର ମୋବାଇଲରୁ ଅଧିକ ବ୍ୟାଟେରୀ ସରିବା ସହ ବିଭିନ୍ନ ଜରୁରୀ ଆପ୍ ଉପରେ ଏହାର ପ୍ରଭାବ ପଡ଼ୁଥିଲା ।
ଏହି ପରିବର୍ତ୍ତନ ଦ୍ୱାରା ତୃତୀୟ ପକ୍ଷ ଆପ୍ ଗୁଡିକ ପ୍ରଭାବିତ ହେବ।