ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତା ୨୯ରୁ ଆରମ୍ଭ ହେବ । ମାତ୍ର ମନ ପସନ୍ଦର କଲେଜରେ ସିଟ୍ ମିଳିବ ନା ନାହିଁ ତାକୁ ନେଇ ପିଲାଙ୍କ ଭିତରେ ଦ୍ୱନ୍ଦ୍ୱ। ଅନ୍ୟପଟେ ସିଟ୍ ବଢିବ ନା ନାହିଁ ସେନେଇ ଗଣଶିକ୍ଷା ବିଭାଗରେ ଏଯାଏ ଅଙ୍କ ଛିଡ଼ୁନି। ସେପଟେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ WIFI ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ ୱାନ୍ GB ଡାଟା ଫ୍ରି ରେ ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।
ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ନାମ ଲେଖାଇବେ
ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ନାମଲେଖା ପାଇଁ ଆବେଦନ କରିପାରିବେ।
ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା। ଉଭୟ ଅଫଲାଇନ୍ ଓ ଅନଲାଇନରେ ହେବ ଆଡମିଶନ୍।
ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଦିନ ୧୧ଟାରୁ ଖୋଲିବ ସାମସ ପୋର୍ଟାଲ । ତେବେ ଏଥିପାଇଁ www.samsodisha.gov.in ୱେବସାଇଟ୍ ଭିଜିଟ୍ କରିବାକୁ ପଡ଼ିବ