• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Plus 2 Exam

Plus Two
Plus Two Exam: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି + ୨ ପରୀକ୍ଷା

କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍ ଏବଂ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷା ସରିବା ୪୫ ଦିନ ଭିତରେ ରେଜଲ୍ଟ ବାହାର କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଶ୍ନ ପତ୍ର ଲିକ୍‌ ବା ଗୁଜବ କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Plus Two
Odisha CHSE Exam 2025: ୪ ଦିନ ପରେ + ୨ ପରୀକ୍ଷା, ହେଲେ ଏଯାଏଁ ବାହାରିଲାନି ସାମ୍ପୁଲ ପ୍ରଶ୍ନପତ୍ର

ଚଳିତ ଥର CHSEରେ ସିବିଏସଇ ପାର୍ଟନରେ ପରୀକ୍ଷା କରିବାକୁ ଯାଉଛି। ଯେଉଁଥିରେ ସବଜେକ୍ଟିଭ ବଦଳରେ ଅବଜେକ୍ଟିଭକୁ ଦିଆଯାଉଛି ଅଧିକ ଗୁରୁତ୍ୱ। କଳା ଓ ବାଣିଜ୍ୟରେ ୮୦ ମାର୍କର ଥିଓରି ଓ ୨୦ ମାର୍କର ଇଣ୍ଟରନାଲ୍ ରହିଛି।

Plus Two
CHSE +2 Exam From February 18: ୧୮ରୁ ଯୁକ୍ତ ଦୁଇ ପରୀକ୍ଷା: ୪୫ ଦିନରେ ରେଜଲଟ୍

କପି ରୋକିବା ପାଇଁ ହୋଇଛି ୫ ଥାକିଆ ସ୍କ୍ୱାର୍ଡ ବ୍ୟବସ୍ଥା। ପରୀକ୍ଷା କେନ୍ଦ୍ରରେ ଅଚାନକ ଚଢାଉ କରିବେ ସ୍କ୍ୱାର୍ଡ। ୩୦ ଜିଲ୍ଲାର ୩୫ଟି ଜାଗାରେ ଆଗୁଆ ସ୍କ୍ୱାର୍ଡ ରହିବେ। ସେମାନଙ୍କ ପରିଚୟ କେହି ଜାଣିବେନି।

Plus Two
Plus 2 Exams: ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

ସାମ୍ସର ରିପୋର୍ଟ ଅନୁସାରେ ଏଥର କଳା ରେଗୁଲାରରେ ୨୩୦୬୭୭ ଓ ଏକ୍ସ ରେଗୁଲାରରେ ୧୬୭୧୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଠିକ୍‌ ସେମିତି ବାଣିଜ୍ୟ ରେଗୁଲାରରେ ୨୩୬୫୬ ଓ ୧୮୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

+2 Exam
ବଡ଼ ଖବର: ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା...

ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର।  ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । 

CHSE Odisha 12th Result
ପ୍ରକାଶ ପାଇଲା CHSE ଦ୍ୱାଦଶ ରେଜଲ୍ଟ, ଏଥର ବି ବାଜି ମାରିଲେ ଛାତ୍ରୀ

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି । କଳାରେ ପାସ୍‌ ହାର ରହିଛି ୮୦.୯୫ ପ୍ରତିଶତ । ସେହିପରି  ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଛି ।

+2 Evaluation
ଆଜିଠୁ +2 ଖାତା ମୂଲ୍ୟାୟନ; ଗୋଟିଏ ଦିନରେ ରେଜଲ୍ଟ ପ୍ରକାଶ ଲକ୍ଷ୍ୟ

ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ରହିଥିବା ବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି ।

Plus 2 exam
ଆଜିଠୁ +2 କଳା ଓ ବାଣିଜ୍ୟ ପରୀକ୍ଷା; CCTV ନଜରରେ ରହିଛି ପରୀକ୍ଷା କେନ୍ଦ୍ର

ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ ।

Exam
ଆପଣ ଯୁକ୍ତ ଦୁଇ ପରୀକ୍ଷା ଦେଉଛନ୍ତି କି, ଜାଣନ୍ତୁ କ’ଣ ରହିଛି ନିୟମାବଳୀ...

ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୃଙ୍ଖଳିତ ପରୀକ୍ଷା ପାଇଁ ବ୍ୟବସ୍ଥା କରାଯାଇଛି ।

Plus 2 Exam
ଆଉ ୨ ଦିନ ପରେ +2 ପରୀକ୍ଷା; କପି ରୋକିବାକୁ ଲାଗିବ CCTV

ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।

Plus two practical exam to begin from january 2
ଜାନୁଆରୀ ୨ରୁ ଯୁକ୍ତ ୨ ପ୍ରାକ୍ଟିକାଲ୍ ପରୀକ୍ଷା

ଇଣ୍ଟିଗ୍ରେଟେଡ୍ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି ।

CHSE
ସ୍ୱଚ୍ଛ ହେବ Plus 2 ପରୀକ୍ଷା; ଏକଜାମ୍ ସେଣ୍ଟର, ହଲ୍ ଓ କ୍ୱେଶ୍ଚିନ୍ ହବ୍‌ର ହେବ ଲାଇଭ ଷ୍ଟ୍ରିମିଂ

ଆହୁରି ସ୍ୱଚ୍ଛ ହେବ ପ୍ଲସ ଟୁ ପରୀକ୍ଷା । ସିଏଚଏସଇ ଆପଣାଇବ ନୂଆ ପଦକ୍ଷେପ । ଲାଇଭ୍ ଷ୍ଟ୍ରିମିଂ ହେବ ଏକଜାମ୍ ହଲ୍‌ର ଟିକନିଖ୍ ଦୃଶ୍ୟ ।

Plus 2 Exam
ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ କୋଶ୍ଚିନ୍ ବ୍ୟାଙ୍କ୍

ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପ୍ରସ୍ତୁତିରେ ବଳ ଯୋଗାଇଲା କୋଶ୍ଚିନ୍ ବ୍ୟାଙ୍କ୍ । ପ୍ରଥମ ଥର ପାଇଁ ଚଳିତ ବର୍ଷ ପରୀକ୍ଷାର୍ଥୀଙ୍କୁ କୋଶ୍ଚିନ ବ୍ୟାଙ୍କ୍ ଯୋଗାଇବ ସିଏଚ୍ଏସ୍ଇ । ଏହାଫଳରେ ପିଲାଏ ଭଲ ଭାବେ ପରୀକ୍ଷା ପ୍ରସ୍ତୁତି କରିପାରିବେ । ଅପରପକ୍ଷେ ଇଣ୍ଟରନେଟ୍ ସୁବିଧା ନଥିବା ଅଞ୍ଚଳର ପରୀକ୍ଷାର୍ଥୀ କିପରି ଏହାକୁ ୱେବସାଇଟରୁ ପାଇବେ ସେନେଇ ଏବେଠୁ ଆଶଙ୍କା ପ୍ରକାଶ କଲେଣି ।

Plus 2 Exam
ଯୁକ୍ତ ୨ ପରୀକ୍ଷା ପାଇଁ କୋଶ୍ଚିନ୍ ବ୍ୟାଙ୍କ ପ୍ରକାଶ କଲା CHSE

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ।

Plus Two Exam
ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା, ଜାନୁଆରୀରେ ପ୍ରାକ୍ଟିକାଲ

ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।

PLus 2 Science Syllabus
ବଦଳିଲା +୨ ବିଜ୍ଞାନର ସିଲାବସ ଆଉ ପରୀକ୍ଷା ପ୍ରଣାଳୀ

୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ ଅନୁଯାୟୀ ହେବ ।

PLus 2 Exam
ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତାଦେଖା

ମେ’ ୭ ରେ ଖାତା ଦେଖା ସରିବା ପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

PLus 2 Exam
କାଲିଠାରୁ +2 ଖାତାଦେଖା; ମେ' ଶେଷ ସୁଦ୍ଧା ରେଜଲ୍ଟ

ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ଟି ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ମୂଲ୍ୟାୟନ ହେବ ବେଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Plus Two Exam
ଫୁଲ, ଚନ୍ଦନ ଓ ବନ୍ଦାପନା ସହ ପରୀକ୍ଷା ହଲରେ ପ୍ରବେଶ କଲେ ଛାତ୍ରଛାତ୍ରୀ

ପ୍ରଶ୍ନପତ୍ର ଲିକ୍ ଏବଂ କପି ରୋକିବା ପାଇଁ ପରୀକ୍ଷା କେନ୍ଦ୍ରରେ ହୋଇଛି କଡା ସୁରକ୍ଷା ବ୍ୟବସ୍ଥା ।

Odisha CHSE Plus 2 Exams 2022 begin today
ଆଜିଠୁ +2 ପରୀକ୍ଷା

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା । ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ଏହି ପରୀକ୍ଷା ।

chse
BIG BREAKING ! ବଦଳିପାରେ ଦ୍ୱାଦଶ ବିଜ୍ଞାନ ପରୀକ୍ଷା ସୂଚୀ

ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ