ବ୍ରହ୍ମପୁରରେ ଯୁକ୍ତ ୨ ଛାତ୍ରୀଙ୍କୁ ନିଶା ଦେଇ ଗଣଦୁଷ୍କର୍ମ ଅଭିଯୋଗ ମାମଲା । ପୋଲିସ ଜାଣିଶୁଣି ବିଜେଡି ଛାତ୍ରନେତାଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ଆଣିଛି ବିଜେପି ।
ପରୀକ୍ଷା ହଲ୍ରେ ଚାଲିଗଲା ଜୀବନ । ସୁନ୍ଦରଗଡ଼ ଜିଲ୍ଲା ବଣାଇରୁ ସାମ୍ନାକୁ ଆସିଛି ଏହି ଘଟଣା ।