• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Plus Two Evaluation

plus-two-exam-
Plus Two Evolution: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା; ସାମିଲ ହେବେ୧୬ ହଜାର ଅଧ୍ୟାପକ

ଖାତା ଦେଖାରେ ମୋଟ ୧୬ ହଜାର ଅଧ୍ୟାପକ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଦିନ ୫୦ ମାର୍କର ୨୦ଟି ଏବଂ ୮୦ ମାର୍କର ୩୦ଟି ଖାତା ଦେଖାଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ପ୍ରଥମଥର ଏକା ସହ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ସହ କରେସପଣ୍ଡିଂ ପରୀକ୍ଷାଫଳ ଆସନ୍ତା ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ।

plus two evaluation
ଦ୍ୱିତୀୟ ପର୍ଯ୍ୟାୟରେ ହେବ ୫୬ଟି କେନ୍ଦ୍ରରେ ଖାତା ଦେଖା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା। ରାଜ୍ୟର ୫୬ଟି କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେଉଛି।  ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୪ରୁ ଆରମ୍ଭ ହୋଇ ଏପ୍ରିଲ ୧୪ରେ ଶେଷ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଆଜିଠାରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟାୟ ଚାଲିବ। ଏପ୍ରିଲ ୨୮ ସୁଦ୍ଧା ସମସ୍ତ ଖାତାଦେଖା ସାରିବାକୁ ଉଚ୍ଚମାଧ୍ୟମିକ ଶିକ୍ଷାପରିଷଦ ସମୟ ଧାର୍ଯ୍ୟ କରିଛି। ସେପଟେ ୬ଦଫା ଦାବିରେ ଏବେବି […]