• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Plus Two Result

chse
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ଏକାସାଙ୍ଗରେ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳାଫଳ ଘୋଷଣା କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ଘୋଷଣା କରିଥିବା ବେଳେ, ଚଳିତବର୍ଷ ପାସ୍ ହାର୍ ରହିଛି ୮୨.୭୭ ପ୍ରତିଶତ।

+2 ରେଜଲ୍ଟ
ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ । CHSE କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ । ଏକାସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ । results.odisha.gov.inରେ ଫଳାଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

santosh
ବାପା ଦିନ ମଜୁରିଆ, ପୁଅ କଲେ ରେକର୍ଡ

ପୁଅ ଯୁକ୍ତ ଦୁଇରେ ୯୫.୫ ପ୍ରତିଶତ ମାର୍କ ରଖି ପାସ କରିଛନ୍ତି । ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ବ୍ଲକ୍‌ର ସନ୍ତୋଷ ଜେନା ନାମକ ଏହି ଛାତ୍ର ଏବେ ଅନ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । 

ଆଜି +2 ରେଜଲ୍ଟ
Odisha CHSE Exam Results 2025: ଆଜି ପ୍ରକାଶ ପାଇବ ପ୍ଲସ୍ ଟୁ ରେଜଲ୍ଟ; ଜାଣନ୍ତୁ କେମିତି ଦେଖିବେ ମାର୍କ

ଛାତ୍ରଛାତ୍ରୀମାନେ ରେଜଲ୍ଟ ଘୋଷଣାର ଘଣ୍ଟାଏ ପରେ ୱେବସାଇଟ୍ results.odisha.gov.in ଓ results.digilocker.gov.inରେ ଫଳାଫଳ ଦେଖିପାରିବେ।

CHSE Plus 2 Result To Be Declared Tommorrow
କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସନ୍ତାକାଲି ଅପରାହ୍ଣ ୪ଟାରେ ଆସିବ ରେଜଲ୍ଟ । ଏକାସଙ୍ଗେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ ।

Result
Results Announcement Date in Odisha : ମନ୍ତ୍ରୀ ଦେଲେ ବଡ଼ ସୂଚନା; ୨ ଦିନ ଭିତରେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ

ଖୁବ୍‌ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ୨ ଦିନ ଭିତରେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ। ରେଜଲ୍ଟ ପ୍ରକାଶ ପାଇବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଏହି ସୂଚନା ଦେଇଛନ୍ତି।

CHSE
Plus 2 Exam Results: ୬ରେ ବାହାରିବ କି ଯୁକ୍ତ ଦୁଇ ରେଜଲ୍ଟ ? ଦ୍ୱନ୍ଦ ଦୂର କଲା CHSE

ଆସନ୍ତା ୬ରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବା ନେଇ ଖବର ସମ୍ପୂର୍ଣ୍ଣ ଗୁଜବ । ମେ' ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ଜଣାଇ ଦିଆଯିବ ବୋଲି କହିଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

plus-two-exam-
Plus Two Evolution: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା; ସାମିଲ ହେବେ୧୬ ହଜାର ଅଧ୍ୟାପକ

ଖାତା ଦେଖାରେ ମୋଟ ୧୬ ହଜାର ଅଧ୍ୟାପକ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଦିନ ୫୦ ମାର୍କର ୨୦ଟି ଏବଂ ୮୦ ମାର୍କର ୩୦ଟି ଖାତା ଦେଖାଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ପ୍ରଥମଥର ଏକା ସହ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ସହ କରେସପଣ୍ଡିଂ ପରୀକ୍ଷାଫଳ ଆସନ୍ତା ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ।

Class 12 student dies by suicide due to low marks in Sambalpur
କମ୍‌ ମାର୍କ ଆସିବାରୁ ଜୀବନ ହାରିଲେ + ୨ ଛାତ୍ର

ପରୀକ୍ଷା ଫଳ ଖରାପ୍ ଆସିବାରୁ ଜୀବନ ହାରିଲେ ଛାତ୍ର...

Plus 2 Science, Commerce And OJEE Results Today
ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ। ଅପରାହ୍ଣ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ବାହାରିବ।

plus two exam result
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ରେଜଲ୍ଟ

ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି । ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ ।

Plus two Admission
ବିତିଲାଣି ଦେଢ ମାସ, ପ୍ଲସ୍-ଟୁ ଆଡମିଶନ ପାଇଁ ବିଜ୍ଞପ୍ତିକୁ ଅପେକ୍ଷାରେ ଛାତ୍ରଛାତ୍ରୀ

ଅପରପକ୍ଷେ ଯୁକ୍ତ ତିନି ଆଡମିଶନ୍ କ୍ଷେତ୍ରରେ ବି ପାଖାପାଖି ସମାନ ଅବସ୍ଥା। ୟା ଭିତରେ କଳା ଓ ଧନ୍ଦାମୂଳକ ଶିକ୍ଷାକୁ ଛାଡ଼ି ଦେଲେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇସାରିଲାଣି। ଏ ଦୁଇ ଷ୍ଟ୍ରିମ୍‌ରେ ବି ରେକର୍ଡ ସଂଖ୍ୟକ ପିଲା ପାସ୍ କରିଛନ୍ତି। ଏଥିସହ ସିବିଏସ୍ଇ ଓ ଆଇସିଏସ୍ଇ ବୋର୍ଡରୁ ମଧ୍ୟ ପିଲା ଆସିବେ।

plus 2 Exam
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି ।

plus two result
ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଯୁକ୍ତ […]

Student Commits Suicide
ରେଜଲ୍ଟ ବାହାରିବା ପୂର୍ବରୁ ଜୀବନ ହାରିଲେ

ବ୍ରହ୍ମପୁର: ପରୀକ୍ଷା ଫଳ ବାହାରିବା ପୂର୍ବରୁ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆସନ୍ତା କାଲି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ବାହାରିବାକୁ ଥିବାବେଳେ ବ୍ରହ୍ମପୁରରେ ଜଣେ ଛାତ୍ର ଦେହରେ କିରୋସିନି ଢାଳି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣଙ୍କ ହେଲେ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଗାୟତ୍ରୀ ନଗରର ରାଜେଶ ପଣ୍ଡା।  ସେ ପୂର୍ବରୁ ୨ଥର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଦେଇ ଅକୃତକାର୍ଯ୍ୟ ହୋଇଥିଲେ ଏବଂ ଏଥର ମଧ୍ୟ […]

plus two result
୧୯ରେ +୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୧୯ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୧ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରଛାତ୍ରୀମାନେ ଅଫିସିଆଲ ୱେବସାଇଟ୍‌ chseodisha.nic.in ରେଜଲ୍ଟ ଦେଖିପାରିବେ। ଏହାବ୍ୟତୀତ orissaresults.nic.in ରେ ମଧ୍ୟ ରେଜଲ୍ଟ ଦେଖିହେବ। ତେବେ ଚଳିତ ମାସ ଶେଷ ସୁଦ୍ଧା କଳା ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି […]