ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଆଜି ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହୋଇଛି।
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହେବ।
ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।
ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।
ଆଜି ଯୁକ୍ତ ଦୁଇ ଅଫ୍ଲାଇନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଅଫ୍ଲାଇନ୍ରେ ପରୀକ୍ଷା ଦେଇଥିବା ୧୨, ୩୨୧ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୮,୪୬୦ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।