ପ୍ରଥମଥର ନୂଆ ଢଙ୍ଗରେ ଆଶାୟୀଙ୍କ ଉପସ୍ଥିତିରେ ଆବାସ ସର୍ଭେ ଆରମ୍ଭ । PM-ଆବାସ ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର । ପୁରୀରୁ ଆବାସ ପ୍ଲସ୍ ମୋବାଇଲ୍ ଆପ୍ ଜରିଆରେ ସର୍ଭେର ଶୁଭାରମ୍ଭ ।
୨୪ରୁ ଆବାସ ସର୍ଭେ । ଉଭୟ ଅଫଲାଇନ୍ ଏବଂ ଅନଲାଇନରେ ଆବେଦନ । କୋହଳ ହେଲା ମାନଦଣ୍ଡ । ମୋଟର ସାଇକେଲ ଏବଂ ଫ୍ରିଜ୍ ଥିଲେ ବି ହୋଇପାରିବେ ସାମିଲ ।
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟିର ଦୁର୍ନୀତି ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍ । ଏମିତିକି ଏହି ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଆସନ୍ତା ୭ରୁ ୯ ଯାଏଁ ଆନ୍ଦୋଳନ କରିବାକୁ ଦଳ ସ୍ଥିର କରିଛି ।…