ନୂଆ ସରକାରର ପ୍ରଥମ କାମ, ଚାଷୀଙ୍କୁ ସମ୍ମାନ । ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ଆଜି ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ମୋଦି ପଠାଇବେ 'ପିଏମ୍ କିଷାନ' କିସ୍ତି । ଆଜି ପ୍ରଦାନ କରାଯିବ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି । ମୋଟ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ।
ଚାଷୀଙ୍କୁ ବର୍ଷକୁ ତିନିଟି କିସ୍ତିରେ ୬ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଉଛି।