• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pm Kisan Yojna

PM Kisan Yojana 17th Installment 2024
ଚାଷୀଙ୍କ ପାଇଁ ଖୁସି ଖବର: ଆଜି ମିଳିବ ପିଏମ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି  

ମୋଦି ପଠାଇବେ 'ପିଏମ୍ କିଷାନ' କିସ୍ତି । ଆଜି ପ୍ରଦାନ କରାଯିବ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି । ମୋଟ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ।

 Pm Kisan FPO
ଚାଷୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ; କରନ୍ତୁ ଆବେଦନ, ପାଇବେ ୧୫ ଲକ୍ଷ !

ଯୋଜନା ଅନୁସାରେ ସରକାର ନୂତନ କୃଷି ବ୍ୟବସାୟ ଆରମ୍ଭ କରିବାକୁ ଚାଷୀମାନଙ୍କୁ ୧୫ ଲକ୍ଷ ଟଙ୍କା ଅର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ବର୍ତ୍ତମାନ ଇ-ନାମ ପ୍ଲାଟ୍‌ଫର୍ମରେ ୨୩୮୯ FPO ରହିଛି । ଏହି ଆର୍ଥିକ ରାଶିକୁ ସରକାର ୩ ବର୍ଷ ମଧ୍ୟରେ ପ୍ରଦାନ କରିବେ ।

Farmer
ଚାଷୀ ଭାଇଙ୍କ ପାଇଁ ବଡ଼ ଖବର: ଏମିତି ପାଇବେ ୧୦ମ କିସ୍ତିର ଟଙ୍କା

ପିଏମ୍ କିଷାନ ସମ୍ମାନନିଧି ଯୋଜନାରେ ଆପଣ ସାମିଲ ଅଛନ୍ତି କି? ଯଦି ହଁ ତେବେ ଆପଣଙ୍କ ପାଇଁ ଏହା ବଡ଼ ଖବର। ଯଦି କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳୁଥିବା ଆର୍ଥିକ ଟଙ୍କା ଯଦି ଆପଣ ପାଇନାହାନ୍ତି ତେବେ ଚିନ୍ତା କରନ୍ତୁ ନାହିଁ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆପଣ ଟଙ୍କା ପାଇପାରିବେ। କିନ୍ତୁ ଏଠାରେ ସ୍ପଷ୍ଟ କରୁଛୁ କି, କେବଳ ୟୁପି ଚାଷୀମାନେ ଏହାର ଲାଭ ଉଠାଇପାରିବେ।

Farmer
ଏଣିକି ଚାଷୀ ଭାଇଙ୍କ ଆକାଉଣ୍ଟକୁ ବର୍ଷକୁ ୧୨ ହଜାର ଟଙ୍କା ଦେବେ ମୋଦୀ ସରକାର

ଏଣିକି ଚାଷୀମାନଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର ଟଙ୍କା। ମୋଟ୍‌ ଉପରେ PM kisan Samman Nidhi ଯୋଜନାରେ ସରକାର ବଡ଼ ପରିବର୍ତ୍ତନ କରିଛନ୍ତି। ତେବେ ବର୍ଦ୍ଧିତ ଟଙ୍କା ଖୁବ୍‌ଶୀଘ୍ର ମିଳିବ ବୋଲି ସୂଚନା ରହିଛି। ଜାତୀୟ ଗଣାମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ହେଉଛି କି PM kisan Samman Nidhi ଯୋଜନାରେ ମିଳୁଥିବା ଟଙ୍କାକୁ ଦ୍ୱିଗୁଣିତ କରାଯିବ।