ରବିବାର ବାରାଣସୀର ‘ନମୋ ଘାଟ’ରେ କାଶୀ ତାମିଲ ସଙ୍ଗମମ୍-୨.୦ର ଉଦଘାଟନ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି ହିନ୍ଦୀରେ ଭାଷଣ ଦେଇଥିଲେ । ଯାହାକୁ ତାମିଲରେ ଅନୁବାଦ କରିଥିଲା AI ।
ଦିଲ୍ଲୀରେ ହେବ ବିଜେପିର ଓଡ଼ିଶା ଦଖଲ ଷ୍ଟ୍ରାଟେଜି । କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଏକାଠି ରଣନୀତି କରିବେ ବିଧାୟକ, ସାଂସଦ, କେନ୍ଦ୍ରମନ୍ତ୍ରୀ ମୋଦି, ଶାହା, ନଡ୍ଡାଙ୍କଠୁ ନେବେ ୨୪ ବିଜୟ ଗୁରୁମନ୍ତ୍ର ।
ପ୍ରସଙ୍ଗରେ ସଂସଦରେ କିଛି ଆଲୋଚନା ଦରକାର ନାହିଁ । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୋଦି । ଗତ ବୁଧବାର ଦିନ ଗୃହ କାର୍ଯ୍ୟ ଚାଲିଥିବାବେଳେ ଦୁଇ ଜଣ ଯୁବକ ଭିଜିଟର୍ ଗ୍ୟାଲେରିରୁ ଗୃହର ମଧ୍ୟଭାଗକୁ ଡେଇଁ ପଡ଼ିଥିଲେ ।
ରାଜ୍ୟରେ ରାଜନୀତି ସରଗରମ ରହିଥିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ଆହୁରି ଦଳକୁ ଆକ୍ଟିଭ୍ କରାଇବ ବୋଲି ସାଧାରଣରେ କୁହାଯାଉଛି ।
‘ଜାମ୍ମୁକାଶ୍ମୀର ଓ ଲଦାଖ ଭାଇଭଉଣୀଙ୍କ ସ୍ୱପ୍ନ ପୂରଣ ନିଷ୍ପତ୍ତିରେ ଆମେ ଅଟଳ’
ବିଶ୍ୱ ନେତା ରାଙ୍କିଂରେ ସର୍ବାଗ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସର୍ଭେରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବାଧିକ ୭୬% ରେଟିଂ ମିଳିଛି ।
ଚେତାବନୀ ଶୁଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କଡ଼ାଗଣ୍ଡା କରି ଆଦାୟ କରାଯିବ ଜନତାଙ୍କଠୁ ଲୁଟ୍ ଟଙ୍କା କହିଲେ ପ୍ରଧାନମନ୍ତ୍ରୀ ।
ମଦ ବ୍ୟବସାୟୀଙ୍କ ଘରୁ ଶହ ଶହ କୋଟି ଟଙ୍କା ମିଳିବା ଘଟଣାକୁ ନେଇ ‘ଏକ୍ସ’ରେ ପ୍ରତିକ୍ରିୟା ଦେଲେ ପ୍ରଧାନମନ୍ତ୍ରୀ ମୋଦି ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ଓଡ଼ିଶାରେ ଏହି ତିନି ରାଜ୍ୟର ଫଳାଫଳର ନିଶ୍ଚିତ ପ୍ରଭାବ ପଡ଼ିବ । ଭ୍ରଷ୍ଟ ବିଜେଡି ସରକାରକୁ ହଟାଇବାକୁ ରାଜ୍ୟ ବିଜେପି ଜୋରଦାର ପ୍ରୟାସ କରିବ ।
୧୬୧୨ ମସିହାରେ ଇଷ୍ଟ୍ ଇଣ୍ଡିଆ କମ୍ପାନୀ ଦ୍ୱାରା ଭାରତୀୟ ନୌସେନା ପ୍ରତିଷ୍ଠା କରାଯାଇଥିଲା । ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧ ହୋଇଥିଲା । ଯୁଦ୍ଧ ସମୟରେ ପାକିସ୍ତାନ ଡିସେମ୍ବର ୩ରେ ଭାରତୀୟ ବିମାନବନ୍ଦର ଉପରେ ଆକ୍ରମଣ କରିଥିଲା ।
ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟ୍....ନିର୍ବାଚନ ଫଳାଫଳରୁ ଲୋକଙ୍କ ଭରସା ପରିଦୃଷ୍ଟ ହେଉଛି...
ତିରୁମାଳା ମନ୍ଦିରରେ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟର କାମନା କରିବା ସହ ମଙ୍ଗଳ ମନାସିଛନ୍ତି ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ...ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ..୧୫ ବର୍ଷ ତଳେ ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ହୋଇଥିଲା.. ନାହିଁ''ଆକ୍ରମଣରୁ ଆମେ ଅନେକ ଶିକ୍ଷା ଲାଭ କରିଛୁ..
‘ଏକ୍ସ’ରେ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି....ତେଜସ୍ରେ ଉଡ଼ିବା ଅନୁଭୂତି ଅତୁଲ୍ୟ କହିଲେ ମୋଦି..
ରାଜସ୍ଥାନର ବାରମେରରେ ଏକ ନିର୍ବାଚନ ରାଲିରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅଭିଯୋଗ ହୋଇଥିଲା ।
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI) ବ୍ୟବହାର କରି ଡିପଫେକ୍ ଭିଡିଓ କରାଯାଉଥିବାରୁ ପ୍ରଧାନମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି । ଏନେଇ ଲୋକମାନଙ୍କୁ ଗଣମାଧ୍ୟମ ସଚେତନ କରିବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।
‘ଭୋକାଲ ଫର୍ ଲୋକାଲ’ ଅଭିଯାନକୁ ସମର୍ଥନ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ଟିଭି ସିରିୟଲ ଜରିଆରେ ବାର୍ତ୍ତା ଦେଉଛନ୍ତି । ଦୀପାବଳୀରେ ସ୍ୱଦେଶୀ ଜିନିଷ ବ୍ୟବହାର କରିବା ପାଇଁ ପ୍ରୋତ୍ସାହିତ କରିଛନ୍ତି ।
ରାଜ୍ୟରେ ବିଜେପି ସରକାରକୁ ଆସିଲେ ଏଭଳି ଅପରାଧୀଙ୍କୁ ଜେଲରେ ପୂରାଇବ ବୋଲି ମୋଦି କହିଛନ୍ତି । ଖାଲି ସେତିକି ନୁହେଁ ରାଜ୍ୟରେ ୩୦ ପ୍ରତିଶତର କମିଶନର ସରକାର ଚାଲିଛି । ଏଥର ଆଉ ଏହାକୁ ସହିବେନି ଜନତା ।
ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅମୃତ କଳସ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ରାଜ୍ୟ ସବୁ ବ୍ଲକ ଏବଂ ପଞ୍ଚାୟତରେ ମାଟି ସଂଗ୍ରହ କରିଥିଲା ଦଳ।
ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରର ଉଦଘାଟନ । ଭବ୍ୟ ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୨ ଜାନୁଆରୀ ୨୦୨୪ । ଇତିହାସରେ ଲିପିବଦ୍ଧ ହେବାକୁ ଯାଉଛି ଏହି ତାରିଖ। ଏହି ଦିନ ଅଯୋଧ୍ୟାରେ ନିର୍ମାଣ ହେଉଥିବା ଭବ୍ୟ ଓ ଦିବ୍ୟ ମନ୍ଦିରରେ ହେବ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ।
ଉଦଘାଟନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ମତି ରହିଛି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି ।
NAMO ଭାରତର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ-ଗାଜିଆବାଦ୍-ମେରଠ ସହ ଏହା ସଂଯୋଗ ହେବ ।
ପୁରୀରେ ହେବ କି ମୋଦି-ନବୀନ ଲଢ଼େଇ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ..
୨୪ ଭୋଟ୍ ରାଜନୀତିର ଏପିସେଣ୍ଟର ହେବ କି ଜଗନ୍ନାଥ ଧାମ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ୍ ?
ପ୍ରଥମ ଥର ପାଇଁ ଶହେ ପାର୍ କରିଛି ମେଡାଲ ସଂଖ୍ୟା । ୨୮ ସ୍ୱର୍ଣ୍ଣ, ୩୮ ରୌପ୍ୟ ଓ ୪୧ ବ୍ରୋଞ୍ଚ ସହିତ ମୋଟ ୧୦୭ଟି ପଦକ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି ଭାରତ ।