ପ୍ଲାଷ୍ଟିକ ବୋତଲରୁ ତିଆରି ଜ୍ୟାକେଟ ପିନ୍ଧିଲେ ପ୍ରଧାନମନ୍ତ୍ରୀ ମୋଦି
ଡିଫେନ୍ସ ଡିଲ୍, ହେଲିକପ୍ଟର ଘୋଟାଲା ସାରା ଦେଶକୁ ନିନ୍ଦିତ କଲା ।
ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଏବଂ ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କୁ ବି ପଛରେ ପକାଇ ଆଗରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ତାଲିକାରେ ଆଗରେ ରହି ପୁଣି ଥରେ ବିଶ୍ୱ ମଞ୍ଚରେ ଚର୍ଚ୍ଚା ସାଉଁଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଏବଂ ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କୁ ବି ପଛରେ ପକାଇ ଆଗରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ତାଲିକାରେ ଆଗରେ ରହି ପୁଣି ଥରେ ବିଶ୍ୱ ମଞ୍ଚରେ ଚର୍ଚ୍ଚା ସାଉଁଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ପସନ୍ଦ, ଅପସନ୍ଦ ବିଷୟକୁ ନେଇ ତାଲିକା ପ୍ରସ୍ତୁତ କର । ଯେଉଁଟା ଅପସନ୍ଦ ବିଷୟ, ତା ପ୍ରତି ବି ଯଥେଷ୍ଟ ଧ୍ୟାନ ଦିଅ ।
ଗତ ୨୦୨୨ ଗଣତନ୍ତ୍ର ଦିବସରେ ମଧ୍ୟ ସଫେଇ କର୍ମଚାରୀ, ଶ୍ରମିକ, ନିର୍ମାଣ ଶ୍ରମିକ ଏବଂ ଅଟୋ ଚାଳକଙ୍କୁ ନିମନ୍ତ୍ରଣ କରାଯାଇଥିଲା ।
ଇଣ୍ତୋନେସିଆରେ ଆୟୋଜିତ G-20 ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ଦେଶର ପ୍ରଧାନମନ୍ତୀ ଓ ରାଷ୍ଟ୍ରପତିଙ୍କୁ ଭେଟି ଭାରତୀୟ ଉପହାର ଦେଇଛନ୍ତି ।
ମହିଳାଙ୍କ ନେତୃତ୍ୱରେ ବିକାଶ ଭାରତ ପାଇଁ ଜି-୨୦ର ଏଜେଣ୍ଡା ହେବ ଓ ଡିଜିଟାଲ ବିଭେଦ ଦୂର ଲାଗି ଭାରତ ସେତୁ ଭଳି କାମ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ମୋଦି କହିଛନ୍ତି ଯେ, ୟୁକ୍ରେନ ଯୁଦ୍ଧ ପାଇଁ ସାରା ବିଶ୍ୱରେ ଅତ୍ୟାବଶ୍ୟକ ସାମଗ୍ରୀର ସଂକଟ ଦେଖାଦେଇଛି । ବିଶେଷ କରି ଖାଦ୍ୟ ଓ ଶକ୍ତି ସଂକଟ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ଗରିବ ଦେଶ ।
ଇଣ୍ଡୋନେସିଆ ବାଲିରେ ୨ଦିନ ଧରି ଆୟୋଜିତ ହେବ ଜି-୨୦ ବୈଠକ (G20 Bali summit)
ଗୁଜରାଟ ମୋର୍ବିରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପ୍ରଧାନମନ୍ତ୍ରୀଙ୍କୁ ପାଖରେ ପାଇ ଖୁବ୍ ଉତ୍ସାହିତ ଥିଲେ ଯବାନ।
କାରଗିଲ ମାଟିରେ ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ନରେନ୍ଦ୍ର ମୋଦିଙ୍କ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି ।
କେଦାରନାଥ ଓ ବଦ୍ରିନାଥ ମନ୍ଦିର ଗସ୍ତରେ ଯାଇ ୩ ହଜାର ୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ସମୁଦ୍ରତଟରୁ ୧୧,୩୦୦ ଫୁଟ୍ ଉଚ୍ଚତାରେ ରହିଥିବା ଭାରତୀୟ ସେନା କ୍ୟାମ୍ପରେ ରାତି କଟାଇଛନ୍ତି ।
ଦୀପାବଳିରେ ଯୁବପିିଢିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। ଏହି ରୋଜଗାର ମେଳା ମାଧ୍ୟମରେ ଦେଶର ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖାଯାଇଛି।
ଆଜିଠୁ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ରୋଜଗାର ମେଳା ଆରମ୍ଭ କରିବେ। ଏହି ରୋଜଗାର ମେଳାରେ ଦେଶରେ ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଯୋଜନା କରାଯାଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୭୫ ହଜାରଙ୍କୁ ଅଫର୍ ଲେଟର ଦିଆଯିବ।
ମୋଦିଙ୍କ ରୋଜଗାର ମେଳା ଯୁବକଙ୍କ ପାଇଁ ଆଣିବ ସୁବର୍ଣ୍ଣ ସୁଯୋଗ । ବେକାର ଯୁବକଯୁବତୀଙ୍କୁ ମିଳିବ ଚାକିରି ।
ଦର୍ଶନ ପରେ ମୋଦି କେଦାରନାଥ ରୋପୱେ ପ୍ରକଳ୍ପର ମୂଳଦୁଆ ପକାଇବେ ।
ଡିଜିଟାଲ ଇଣ୍ଡିଆ ସହ ଗ୍ରାମାଞ୍ଚଳକୁ ଯୋଡ଼ିବାକୁ ପ୍ରୟାସ
ଦୀପାବଳି ପୂର୍ବରୁ ରେଳବାଇ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି କେନ୍ଦ୍ର ସରକାର
କେନ୍ଦ୍ର ସରକାର, ମଧ୍ୟପ୍ରଦେଶ ସରକାର, ବାବା ମହାକାଳ ଟ୍ରଷ୍ଟ, ଶ୍ରଦ୍ଧାଳୁଙ୍କଠାରୁ ଦାନ ସୂତ୍ରରେ ସଂଗୃହିତ ଅର୍ଥରେ ହୋଇଛି କରିଡର ନିର୍ମାଣ
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ଏଭଳି ନିୟମ କରାଯାଇଛି।
ଗତ କିଛି ଦିନ ଅସୁସ୍ଥ ଥିବା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଅବସ୍ଥା ଗୁରୁତର ହୋଇଛି। ୮୨ ବର୍ଷୀୟ ମୁଲାୟମ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ।
ପ୍ରଗତି ମୈଦାନରେ 5G କ୍ରାନ୍ତିର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଦିଲ୍ଲୀରେ ଷ୍ଟିୟରିଂ ଧରି ମୋଦି ଚଳାଇଲେ ସ୍ୱିଡେନ୍ କାର୍