ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି ଡ୍ୟୁପ୍ଲିକେଟ୍ ମୋଦି। ସେ ସିନା ବିକ୍ରି କରୁଥିଲେ ଚା’, ଏ କିନ୍ତୁ ବିକ୍ରି କରୁଛନ୍ତି ଚାଟ୍ ଆଉ ଗୁପ୍ଚୁପ୍। ଆପଣ ବି ଏହି ଭିଡିଓ ଦେଖିଲେ ଆପଣଙ୍କ ଆଖି ଧୋକା ଖାଇଯିବ। ଆପଣ ବି ଭାବିବେ ଏ ବୋଧହୁଏ ନରେନ୍ଦ୍ର ମୋଦି।
ଆସନ୍ତା ୨୦ ବର୍ଷ ମଧ୍ୟରେ ଏଠାରେ ୧ ହଜାରରୁ ଅଧିକ ହେଲିକପଟର ନିର୍ମାଣ କରିବାକୁ ଲକ୍ଷ୍ୟ ରହିଛି।
ଫ୍ୟାକ୍ଟ୍ରି(chopper manufacturing unit )ରେ ହେବ ହେଲିକପଟର ନିର୍ମାଣ, ମରାମତି ଓ ରକ୍ଷଣାବେକ୍ଷଣ
ଆଜିକାଲିର ପିଲାମାନେ ବହୁତ କ୍ରିଏଟିଭ୍। ତେବେ କିଛି ପିଲା ଏହି କ୍ରିଏଟିଭ୍ ବୁଦ୍ଧିକୁ କପି କରିବାରେ ଲଗାଉଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଜୀବନରେ କ’ଣ କରିବେ, ଏଥିପାଇଁ ଲକ୍ଷ୍ୟ ସ୍ଥିର କରନ୍ତୁ। ଆଉ ଲକ୍ଷ୍ୟକୁ ହାସଲ କରିବାକୁ ଏହା ଉପରେ ଫୋକସ୍ କରି କାମ କରିବାକୁ ମୋଦି କହିଛନ୍ତି।
ଗତକାଲି ସନ୍ଧ୍ୟାରେ ଜେଏନୟୁ କ୍ୟାମ୍ପସରେ କିଛି ଛାତ୍ର ଗୋଷ୍ଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ BBCର ଡକ୍ୟୁମେଣ୍ଟାରୀକୁ ଲାଇଭ୍ ଷ୍ଟ୍ରିମିଂ ଦେଖିବାକୁ ଯୋଜନା କରିଥିଲେ।
ଜାତୀୟ କାର୍ଯ୍ୟକାରିଣୀରେ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର
ପୁଣି ତେଜିଲା ବିଜେପି-ବିଜେଡି ଚାଉଳ କଳି । ଚାଉଳ ହିସାବ ଦୋହରାଇ ରାଜ୍ୟକୁ ଅପରାଜିତାଙ୍କ ଟାର୍ଗେଟ୍ ।
ଏହି କାର୍ଯ୍ୟକ୍ରମ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଭର୍ଚୁଆଲ୍ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।
ମା’ଙ୍କ ସହ କୌଣସି ସାଧାରଣ ସଭାରେ ଯୋଗ ଦେଉନଥିଲେ ମୋଦି । କ’ଣ ରହିଛି କାରଣ ?
ମାଆଙ୍କ ପାର୍ଥିବ ଶରୀରକୁ କାନ୍ଧ ଦେଲେ ମୋଦି
ଯଦିଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ ହୀରାବେନ୍ଙ୍କ ଜୀବନ ସଂଘର୍ଷମୟ ଥିଲା, କିନ୍ତୁ ଜୀବନର ପ୍ରତ୍ୟେକ ମୁହୂର୍ତ୍ତରେ ନିଜକୁ ସେ ଶୃଙ୍ଖଳିତ କରି ରଖିଥିଲେ। ମା’ଙ୍କ ସହ ମୋଦିଙ୍କ ଏକ ଖାସ୍ ସମ୍ପର୍କ ଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ହୋଇଥିଲା।
ରାହୁଲ ଗାନ୍ଧି ଟ୍ୱିଟ୍ ଯୋଗେ ମୋଦିଙ୍କ ମାଆଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସଂସଦରେ ମିଲେଟ ମିଲ୍ର ସ୍ୱାଦ ଚାଖିଲେ ସାଂସଦ । ସାଂସଦ ଖାଇଲେ ମାଣ୍ଡିଆ ଓ ବାଜରା ପ୍ରସ୍ତୁତ ଖାଦ୍ୟ ।
ଏହି ବୟାନ୍ ସାମ୍ନାକୁ ଆସିବା ପରେ ବିଜେପି ଏହାକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଥିଲା।
ପୁଣି ବଡ଼ ଉପହାର ଦେଲେ ପ୍ରଧାନମନ୍ତ୍ରୀ । ବେକାର ଯୁବକଯୁବତୀଙ୍କୁ ମିଳିବ ଚାକିରି ସୁଯୋଗ ।
ବର୍ତ୍ତମାନ ଯୁଦ୍ଧର ସମୟ ନୁହେଁ ବୋଲି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କୁ ମୋଦି ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଯାହା କହିଥିଲେ ତାଙ୍କ ଉକ୍ତିରେ ଏକରକମ ମୋହର ମାରିଛି ଜି-୨୦ ।
ବାଲିରେ ହୋଇଥିବା ଦୁଇ ଦିନିଆ ସମ୍ମିଳନୀ ଶେଷ ହେବା ପରେ ଜି-୨୦ ଘୋଷଣାନାମାରେ କୁହାଯାଇଛି, ବର୍ତ୍ତମାନ ଯୁଦ୍ଧର ସମୟ ନୁହେଁ । ୟୁକ୍ରେନ ଯୁଦ୍ଧ ଶେଷ କରିବା ସପକ୍ଷରେ ମତ ଦେଇଛନ୍ତି ସମସ୍ତ ସଦସ୍ୟ ଦେଶ ।
ନେଟ୍ରେ ବାଲିଯାତ୍ରା ଫଟୋ ଦେଖି ଏଠିକା ଲୋକ ଗର୍ବିତ ଓ ଖୁସିହେବେ । ଏଥର ବାଲିଯାତ୍ରା ବିରାଟ ଆକାରରେ ଆୟୋଜନ ହୋଇଛି ବୋଲି କହିଛନ୍ତି ମୋଦି ।
ଏହି ଘଟଣା ବିଷୟରେ ଜାଣିବା ପରେ ମୁଁ ଏହି କାର୍ଯ୍ୟକ୍ରମକୁ ଆସିବି କି ନାହିଁ ସେ ବିଷୟରେ ଦ୍ୱନ୍ଦ୍ୱରେ ପଡିଥିଲି। କିନ୍ତୁ ଆପଣଙ୍କ ଭଲପାଇବା ପାଇଁ ମୁଁ ମୋର ଛାତିକୁ ପଥର କରି ଏଠାକୁ ଆସିଲି।
ଭ୍ଲାଦିମିର୍ ପୁଟିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ।
ଭାରତର ସୀମାକୁ କେହି ନଜର ପକାଇଲେ ଆମ ସଶସ୍ତ୍ର ବାହିନୀ ସେମାନଙ୍କୁ ମୁହଁତୋଡ଼ ଯବାବ ଦେବେ । ଆମେ ଯୁଦ୍ଧର ବିରୋଧୀ ହୋଇଥିଲେ ବି ସାମର୍ଥ୍ୟ ବିନା ଶାନ୍ତି ସମ୍ଭବ ନୁହେଁ । ଆଜି ଜାମ୍ମୁ ଓ କାଶ୍ମୀରର କାର୍ଗିଲ ସୀମାରେ ଯବାନଙ୍କ ସହ ଦୀପାବଳି ମନାଇବା ବେଳେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କାର୍ଗିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ମୋଦି ଆଜି କାର୍ଗିଲ୍ରେ ପହଞ୍ଚିଛନ୍ତି।