ଗଗନଯାନ ମିଶନକୁ ନେଇ ବଡ଼ ଅପଡେଟ୍ । ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ।
ଆସନ୍ତା ୨୮ ତାରିଖ ପାଖାପାଖି ମୋଦି ଓଡ଼ିଶା ଆସିବେ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ଜମ୍ମୁ-କାଶ୍ମୀର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜମ୍ମୁରେ ଏମ୍ସ ହସ୍ପିଟାଲ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ହଜାର କୋଟି ଟଙ୍କାର ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦଘାଟନ ।
ଉତ୍ତରପ୍ରଦେଶର ସମ୍ଭାଲରେ ଶ୍ରୀ କଲକୀ ଧାମ୍ ମନ୍ଦିରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ୟୁଏଇ ଗସ୍ତରେ ଯାଇଛନ୍ତି । ଏହା ସହ ଭାରତର ନିଜସ୍ୱ ପେମେଣ୍ଟ ବ୍ୟବସ୍ଥା ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) କୁ ମଧ୍ୟ ଆରମ୍ଭ କରାଯାଇଛି ।
ସଂସଦରେ ଚାଲିଛି ଅଯୋଧ୍ୟା ରାମ ମନ୍ଦିର ଉପରେ ଆଲୋଚନା । ଆଜି ଲୋକସଭାରେ ବଜେଟ ଅଧିବେଶନର ଶେଷ ଦିନରେ ରାମ ମନ୍ଦିର ନିର୍ମାଣ ଓ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉପରେ ଆଲୋଚନା ଚାଲିଛି । ଆଲୋଚନା ଶେଷରେ ଧନ୍ୟବାଦ ପ୍ରସ୍ତାବ ବେଳେ ଗୃହରେ ମନ୍ତବ୍ୟ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂହଙ୍କୁ ମିଳିବ ସମ୍ମାନଜନକ ଭାରତ ରତ୍ନ।
ଜନତାଙ୍କ ହିତ ପାଇଁ କେନ୍ଦ୍ର ସରକାର ଏକ ସୁନ୍ଦର ଯୋଜନା ଆଣିଛନ୍ତି । ଯେଉଁ ଯୋଜନା ଦ୍ୱାରା ସାଧାରଣ ଜନତା ଲାଭ ପାଇପାରିବେ । ମାସକୁ ମାତ୍ର ୨ ଟଙ୍କା ସଞ୍ଚୟ କରି ପାଇପାରିବେ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁବିଧା ।
କେନ୍ଦ୍ର ସରକାରଙ୍କ ସଫଳତା ଓ ଆଗାମୀ ଦିନର ଯୋଜନା ସମ୍ପର୍କରେ ବିସ୍ତୁତ ଭାବେ ସୂଚନା ଦେଇଥିଲେ । ନୂଆ ଭାରତ, ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ସାରା ଦେଶବାସୀଙ୍କୁ ଆହ୍ୱାନ ଦେଇଥିଲେ ରାଷ୍ଟ୍ରପତି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି।
ଈର୍ଷା, ଦ୍ୱେଷ ମନୋଭାବ ଆଣିବା ଆଦୌ ଉଚିତ ନୁହେଁ । ପ୍ରତିଯୋଗିତା ବନ୍ଧୁମାନଙ୍କ ସହ ନୁହେଁ, ନିଜ ସହ କରନ୍ତୁ । ବନ୍ଧୁଙ୍କ ଠାରୁ ପ୍ରେରଣା ନିଅନ୍ତୁ ଆଉ ଆଗକୁ ବଢ଼ନ୍ତୁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ନୂଆଦିଲ୍ଲୀର ଭାରତ ନାଟମଣ୍ଡପରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରିବେ । ୧୪ ଲକ୍ଷରୁ ଅଧିକ ଶିକ୍ଷକ, ୫ ଲକ୍ଷରୁ ଅଧିକ ଅଭିଭାବକ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରେଜିଷ୍ଟ୍ରେଷନ କରିଛନ୍ତି ।
ଜାତୀୟ ଭୋଟର ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ନମୋ ନବ ମତଦାତା ସମ୍ମିଳନୀରେ ମୋଦିଙ୍କ ସମ୍ବୋଧନ ।
ଆସନ୍ତାକାଲି ନବ ମତଦାତା ସମ୍ମିଳନୀ କରିବ ବିଜେପି । ଜାତୀୟ ଭୋଟର ଦିବସରେ ଓଡ଼ିଶାରେ ୨୫୦ ସ୍ଥାନରେ ସମ୍ମିଳନୀ ।
‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା’ ଆରମ୍ଭ କରାଯିବ। ଏହା ଦ୍ୱାରା କେବଳ ଗରିବ ଓ ମଧ୍ୟବିତ୍ତଙ୍କ ବିଜୁଳି ବିଲ୍ କମିବ ନାହିଁ, ବରଂ ଶକ୍ତି କ୍ଷେତ୍ରରେ ଭାରତ ଆତ୍ମନିର୍ଭରଶୀଳ ମଧ୍ୟ ହୋଇପାରିବ ।
୪୮ ପୃଷ୍ଠାର ଏହି ପୁସ୍ତକରେ ଆମେରିକା, ନ୍ୟୁଜିଲାଣ୍ଡ, ସିଙ୍ଗାପୁର, କାନାଡା, କାମ୍ବୋଡିଆ ଏବଂ ଜାତିସଂଘ ଭଳି ସଂଗଠନ ସମେତ ୨୦ରୁ ଅଧିକ ଦେଶ ଜାରି କରିଥିବା ଷ୍ଟାମ୍ପ ରହିଛି।
ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆଉ ମାତ୍ର ୧୧ ଦିନ ଥିବା ବେଳେ, କାର୍ଯ୍ୟକ୍ରମରେ ଯୋଗଦେଇ ଏହି ପୁଣ୍ୟ ଅବସରର ସାକ୍ଷୀ ହେବାର ସୌଭାଗ୍ୟ ଲାଭ କରିବି ବୋଲି ମୋଦି କହିଛନ୍ତି ।
MTHL ହେଉଛି ଏକ ୬ ଲେନ୍ ବିଶିଷ୍ଟ ବ୍ରିଜ । ଏହି ବ୍ରିଜର ଅଧିକାଂଶ ଭାଗ ସମୁଦ୍ରରେ ରହିଛି । ୧୬.୫୦ କିଲୋମିଟର ସମୁଦ୍ରରେ ରହିଥିବା ବେଳେ ସ୍ଥଳଭାଗରେ ମାତ୍ର ୫.୫ କିଲୋମିଟର ରହିଛି ।
ମୋଦିଙ୍କ ବିରୋଧରେ ମାଲଡିଭ୍ସର ୩ ମନ୍ତ୍ରୀ ମନ୍ତବ୍ୟ ଦେବା ପ୍ରସଙ୍ଗରେ ସମନ ହୋଇଥିବା ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ ହୋଇଛନ୍ତି ମାଲଡିଭସର ୩ ମନ୍ତ୍ରୀ ।
ତିନି ରାଜ୍ୟରେ ବିଜେପି ବିରାଟ ବିଜୟ ପରେ ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଭାରତୀୟ ଜନତା ପାର୍ଟିର ସେଲିବ୍ରେସନ୍। ବିଜୟ ପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ମୋଦିଙ୍କ ସମ୍ବୋଧନ । ଆଜିର ବିଜୟକୁ ଐତିହାସିକ ବିଜୟ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଗୋଟିଏ ମ୍ୟାଚ; ଗତ ଚାରି ବର୍ଷର ପରିଶ୍ରମ, ସଂଘର୍ଷ, ଟ୍ରଫି ଜିତିବାର ସ୍ୱପ୍ନକୁ ଚୁରମାର କରି ଦେଇଥିଲା । ପୁରା ଭାରତ ସେଦିନ ବୁକୁ ଫଟା ଯନ୍ତ୍ରଣାରେ ଛଟପଟ ହୋଇଥିଲା ।
ବିଶ୍ଵକପ୍ ଫାଇନାଲ୍ରେ ନିରାଶ ହୋଇଥିବା ଟିମ୍ ଇଣ୍ଡିଆ ଖେଳାଳିଙ୍କ ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ । ପ୍ରଥମରୁ ଭଲ ପ୍ରଦର୍ଶନ କରି ଫାଇନାଲ୍ ଯାଏଁ ଆସିଥିବା ଭାରତୀୟ ଦଳକୁ ମୋଦି ପ୍ରଶଂସା କରିଛନ୍ତି ।
ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ପିଏମ୍ଓ ଘୋଷଣା କରିଛି । ସେହିପରି ଆହତଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି ।
ରାମ ସିଂହ ଏହାକୁ ନେଇ ଗର୍ବର ସହିତ ଦାବି କରିଛନ୍ତି ଯେ, ତାଙ୍କର ରେଡିଓ ସଂଗ୍ରହ ସାରା ବିଶ୍ୱରେ ଅତୁଳନୀୟ । ରାମ ସିଂହ ଦେଶ ଭ୍ରମଣ କରିବା ସମୟରେ ଚିନ୍ତା କରିଥିଲେ ଲୋକମାନେ ବିଭିନ୍ନ ଜିନିଷ ସଂଗ୍ରହ କରି ସାଇତି ରଖୁଛନ୍ତି ।