• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pm Narendra Modi

Parikshya Pe charcha Narendra Modi
‘ପରୀକ୍ଷା ପେ ର୍ଚଚ୍ଚା’ରେ ଛାତ୍ରଛାତ୍ରୀଙ୍କୁ ଗୁରୁମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’। ପରୀକ୍ଷାକୁ ନେଇ ପିଲାଙ୍କ ମନରେ ଥିବା ଭୟକୁ ବାହାର କରିବା ପାଇଁ ଚେଷ୍ଟା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦି। ସେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି ଯେ, ‘ପରୀକ୍ଷାକୁ ନେଇ ଡରିବା ଉଚିତ ନୁହେଁ। କାରଣ ପରୀକ୍ଷା ତ ବାରମ୍ବାର ଦେଉଛନ୍ତି। ପରୀକ୍ଷାକୁ ନେଇ କାହା ମନରେ ଡର ନାହିଁ ବରଂ ଅନ୍ୟ କୌଣସି କାରଣ ପାଇଁ ଡର ଲାଗୁଛି। ପରୀକ୍ଷାକୁ ନେଇ ଏମିତି କିଛି ବାତାବରଣ ସୃଷ୍ଟି କରାଯାଇଛି, ଯାହାକୁ […]

modi
ଆଦିବାସୀ ମହିଳାଙ୍କୁ ଚପଲ ପିନ୍ଧାଇଲେ ମୋଦି…

#WATCH PM Modi presented a pair of slippers to a tribal woman under the Charan-Paduka (footwear) Scheme. The scheme aims to provide footwear to Tendu leaves (tendupatta) collectors to facilitate smooth movement in the forest area pic.twitter.com/foExDYehoH — ANI (@ANI) 14 April 2018

pm-modi
'କେହି ଆମକୁ ଆଖି ଦେଖାଇ ପାରିବେନି'

ନୂଆଦିଲ୍ଲୀ: ଗଲୱାନ ଘାଟିରେ ଭାରତ ଓ ଚୀନ୍ ସେନା ମଧ୍ୟରେ ନିକଟରେ ହିଂସାତ୍ମକ ସଂଘର୍ଷ ଦେଖିବାକୁ ମିଳିଥିଲା। ଯାହା ପରେ ଚୀନ୍ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସର୍ବଦଳୀୟ ବୈଠକ ଡକାଇଥିଲେ। ବୈଠକ ପରେ ମୋଦି ଚୀନ୍ ଉପରେ ବର୍ଷିଥିବା ବେଳେ ଭାରତୀୟ ସେନାକୁ ସଲାମ୍ କରିଛନ୍ତି। ମୋଦି କହିଛନ୍ତି, “ଆମ ସୀମାରେ କେହି ଅନୁପ୍ରବେଶ କରିନାହାନ୍ତି କି ଆମର କୌଣସି ପୋଷ୍ଟ କାହାରି କବଜାରେ ନାହିଁ। ଆମର ଇଞ୍ଚେ ବି ଜମି ଉପରେ […]

Bishweswar Tudu, Ashwini Vaishnaw
ମନ୍ତ୍ରୀ ରେସରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ, ସେପଟେ ପ୍ରଧାନମନ୍ତ୍ରୀଙ୍କ ଘରେ ଅଶ୍ୱିନୀ ବୈଷ୍ଣବ

ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

pm-modi-virtual-meet
ୟୁପି ନିର୍ବାଚନରେ ଅଯୋଧ୍ୟା ଫୋକସ୍‌ରେ, ପ୍ରଧାନମନ୍ତ୍ରୀ ନିଜେ କଲେ ସମୀକ୍ଷା..

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବା ବେଳେ ଏବେ ଫୋକସ୍‌ରେ ରହିଛି ଅଯୋଧ୍ୟା । ଏହି ପବିତ୍ର ସହରରର ବିକାଶ କାର୍ଯ୍ୟ ନେଇ ଆଜି ନିଜେ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

modi
ନଭେମ୍ବର ପର୍ଯ୍ୟନ୍ତ ମାଗଣା ରାସନ ଘୋଷଣା କଲେ ପ୍ରଧାନମନ୍ତ୍ରୀ

କରୋନା ମହାମାରୀ ସମୟରେ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ମାଗଣା ଟିକା ସହ ମାଗଣା ରାସନ ବି ଘୋଷଣା କଲେ ମୋଦି।

modi
ସମସ୍ତ ଦେଶବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା: ମୋଦି

ସମସ୍ତ ଦେଶବାସୀଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା। ସମସ୍ତଙ୍କୁ ମାଗଣା ଟିକା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା ଯୋଗାଇବ କେନ୍ଦ୍ର। ଜୁନ୍…

Modi
ଟିକା ନଥିଲେ, କଣ ଅବସ୍ଥା ହୋଇଥାନ୍ତା! : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଅପରାହ୍ଣ ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ କରୋନାର ୨ୟ ଲହରରେ ଆମର ଲଢ଼େଇ ଜାରି ରହିଛି। ଅନେକ ନିଜର ପରିଜନ, ପରିଚିତଙ୍କୁ ହରାଇଛନ୍ତି। ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠୁ…