ଗତ ମାସକ ମଧ୍ୟରେ ଦୁଇ ନେତାଙ୍କ ମଧ୍ୟରେ ଏହା ଦ୍ବିତୀୟ ବୈଠକ । ଏହା ପୂର୍ବରୁ ମୋଦି ଗତ ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତରେ ଯାଇ ଜେଲେନସ୍କିଙ୍କୁ ଭେଟିଥିଲେ ।
ମହାରାଷ୍ଟ୍ର ୱାର୍ଦ୍ଧାରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି କିଣିଲେ ମୋଦି । ‘ପିଏମ୍ ବିଶ୍ବକର୍ମା’ ପ୍ରଦର୍ଶନୀରେ କିଣିଲେ ପ୍ରତିମୂର୍ତ୍ତି
'ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜନତା ମଇଦାନରେ ସ୍ବତନ୍ତ୍ର ଉତ୍ସବରେ ବଟନ ଟିପି ଶୁଭାରମ୍ଭ କରିଛନ୍ତି । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।
ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା । ଯେଉଁ ପ୍ରତିଶ୍ରୁତି ମୁଁ ଦେଇଥିଲି, ତାହା ପୂରଣ ହେଉଛି ।
ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।
ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା।
ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।
ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ ।
କଳାକାରଙ୍କ ଓଡ଼ିଶୀ ନୃତ୍ୟରେ ବିଭୋର ହୋଇଯାଇଥିଲେ ପିଏମ୍ ମୋଦି। ପରେ ତାଳି ମାରି କଳାକାରଙ୍କୁ ଉତ୍ସାହିତ କରିବା ସହ ଏବଂ ପ୍ରଶଂସା କରିଥିଲେ।
ମହାରାଷ୍ଟ୍ରରେ ଭାଙ୍ଗିଥିଲା ଛତ୍ରପତି ଶିବାଜୀଙ୍କ ୩୫ ଫୁଟ୍ ଉଚ୍ଚର ପ୍ରତିମୂର୍ତ୍ତି । ସିନ୍ଧୁଦୁର୍ଗ ଜିଲ୍ଲା ରାଜକୋଟ୍ ଦୁର୍ଗରେ ଥିଲା ପ୍ରତିମୂର୍ତ୍ତି ।
ନ୍ୟୁଜ ବ୍ରଡକାଷ୍ଟର୍ସ ଫେଡେରେସନର (NBF) ପ୍ରତିନିଧି ମଣ୍ଡଳୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଭାରତୀୟ ବ୍ରଡକାଷ୍ଟ ନ୍ୟୁଜ ମିଡିଆ ଇଣ୍ଡଷ୍ଟ୍ରୀ ସହ ଜଡ଼ିତ ବିଭିନ୍ନ ସମସ୍ୟା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ।
ନିକଟରେ ୟୁକ୍ରେନ ଗସ୍ତରୁ ଫେରିଥିବା ପ୍ରଧାନମନ୍ତ୍ରୀ ମୋଦି ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇଛନ୍ତି।
ଯୁଦ୍ଧ ଭିତରେ ମୋଦି-ଜେଲେନସ୍କି ଭେଟ । ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ବିଶ୍ବ ବିକାଶ କ୍ଷେତ୍ରରେ ୨୦୨୩ରେ ଭାରତର ଯୋଗଦାନ ରହିଥିଲା ୧୬ ପ୍ରତିଶତ। ଦୁଇ ଦିନିଆ ପୋଲାଣ୍ଡ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୱାରସାଠାରେ ଆୟୋଜିତ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ ବେଳେ ଏ କଥା କହିଛନ୍ତି।
୪ ଦଶନ୍ଧି ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ପୋଲାଣ୍ଡ ଯାଉଛନ୍ତି ମୋଦି । ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡୋମିର ଜେଲେନସ୍କି ବି କରିଛନ୍ତି ନିମନ୍ତ୍ରଣ ।
ଲାଲକିଲ୍ଲାରୁ ପିଏମ୍ ମୋଦିଙ୍କ ବଡ଼ ଆହ୍ବନ ଦେଶ ପାଇଁ ଦରକାର ଧର୍ମନିରପେକ୍ଷ ନାଗରିକ ସଂହିତା ୭୮ ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଜାତୀୟ ପତାକା ଉଡ଼ାଇ ଦେଶରେ ସେକୁଲାର ସିଭିଲ୍ କୋଡ୍ର ଆବଶ୍ୟକତା ଉପରେ ଜୋର୍ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
କେରଳ ୱାୟନାଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୁଲି ଦେଖିଲେ ପ୍ରଳୟର କ୍ଷତଚିହ୍ନ। ଭୂସ୍ଖଳନରେ ଛାରଖାର ହୋଇଥିବା ଅଞ୍ଚଳରେ ସ୍ଥିତି ପରଖିଛନ୍ତି।
ସବୁ ଆତଙ୍କୀ ଷଡ଼ଯନ୍ତ୍ରରେ ଫେଲ୍ ପାକିସ୍ତାନ, ତଥାପି ନିଜ ଇତିହାସ ଦେଖି କିଛି ବି ଶିଖିପାରିଲାନି। ଆଜି କିଛି ଏଭଳି ଭାବେ ପାକିସ୍ତାନକୁ କଡ଼ା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆଜି ଆରମ୍ଭ ହେଉଛି ସଂସଦର ବଜେଟ୍ ଅଧିବେଶନ । ସଂସଦ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ୍ ।
ଗତକାଲି ଭିଏନାରୁ ବିଶ୍ୱ ସମୁଦାୟଙ୍କୁ ଆହ୍ୱାନ ଦେଇ ମୋଦି କହିଛନ୍ତି, ଭାରତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ବିଶ୍ୱାସ ରଖେ।
ଏହି ଟିମ୍ରେ ମୋଟ୍ ୫୦ଜଣ ସଦସ୍ୟ ସାମିଲ୍ ଥିଲେ। ଗାୟକ ମଣ୍ଡଳି ଓ ଅର୍କେଷ୍ଟ୍ରା ଭିଏନା ବିଶ୍ୱବିଦ୍ୟାଳୟର ସଙ୍ଗୀତ ବିଭାଗର ଭାରତୀୟ ନିର୍ଦ୍ଦେଶକ ବିଜୟ ଉପାଧ୍ୟାୟଙ୍କ ଦ୍ୱାରା ଏହା ପରିଚାଳିତ ହୋଇଥିଲା।
୨୦୧୯ରେ ଶେଷ ଥର ରୁଷ ଗସ୍ତରେ ଯାଇଥିଲେ ମୋଦି। ୯ ତାରିଖରେ ମସ୍କୋରୁ ଅଷ୍ଟ୍ରିଆ ଗସ୍ତ କରିବେ। ୪୧ ବର୍ଷ ମଧ୍ୟରେ ଅଷ୍ଟ୍ରିଆକୁ ଏହା ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବାକୁ ଯାଉଛି।