ଯଦିଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ ହୀରାବେନ୍ଙ୍କ ଜୀବନ ସଂଘର୍ଷମୟ ଥିଲା, କିନ୍ତୁ ଜୀବନର ପ୍ରତ୍ୟେକ ମୁହୂର୍ତ୍ତରେ ନିଜକୁ ସେ ଶୃଙ୍ଖଳିତ କରି ରଖିଥିଲେ। ମା’ଙ୍କ ସହ ମୋଦିଙ୍କ ଏକ ଖାସ୍ ସମ୍ପର୍କ ଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ହୋଇଥିଲା।
ରାହୁଲ ଗାନ୍ଧି ଟ୍ୱିଟ୍ ଯୋଗେ ମୋଦିଙ୍କ ମାଆଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସଂସଦରେ ମିଲେଟ ମିଲ୍ର ସ୍ୱାଦ ଚାଖିଲେ ସାଂସଦ । ସାଂସଦ ଖାଇଲେ ମାଣ୍ଡିଆ ଓ ବାଜରା ପ୍ରସ୍ତୁତ ଖାଦ୍ୟ ।
ଏହି ବୟାନ୍ ସାମ୍ନାକୁ ଆସିବା ପରେ ବିଜେପି ଏହାକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଥିଲା।
ପୁଣି ବଡ଼ ଉପହାର ଦେଲେ ପ୍ରଧାନମନ୍ତ୍ରୀ । ବେକାର ଯୁବକଯୁବତୀଙ୍କୁ ମିଳିବ ଚାକିରି ସୁଯୋଗ ।
ବର୍ତ୍ତମାନ ଯୁଦ୍ଧର ସମୟ ନୁହେଁ ବୋଲି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କୁ ମୋଦି ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଯାହା କହିଥିଲେ ତାଙ୍କ ଉକ୍ତିରେ ଏକରକମ ମୋହର ମାରିଛି ଜି-୨୦ ।
ବାଲିରେ ହୋଇଥିବା ଦୁଇ ଦିନିଆ ସମ୍ମିଳନୀ ଶେଷ ହେବା ପରେ ଜି-୨୦ ଘୋଷଣାନାମାରେ କୁହାଯାଇଛି, ବର୍ତ୍ତମାନ ଯୁଦ୍ଧର ସମୟ ନୁହେଁ । ୟୁକ୍ରେନ ଯୁଦ୍ଧ ଶେଷ କରିବା ସପକ୍ଷରେ ମତ ଦେଇଛନ୍ତି ସମସ୍ତ ସଦସ୍ୟ ଦେଶ ।
ନେଟ୍ରେ ବାଲିଯାତ୍ରା ଫଟୋ ଦେଖି ଏଠିକା ଲୋକ ଗର୍ବିତ ଓ ଖୁସିହେବେ । ଏଥର ବାଲିଯାତ୍ରା ବିରାଟ ଆକାରରେ ଆୟୋଜନ ହୋଇଛି ବୋଲି କହିଛନ୍ତି ମୋଦି ।
ଏହି ଘଟଣା ବିଷୟରେ ଜାଣିବା ପରେ ମୁଁ ଏହି କାର୍ଯ୍ୟକ୍ରମକୁ ଆସିବି କି ନାହିଁ ସେ ବିଷୟରେ ଦ୍ୱନ୍ଦ୍ୱରେ ପଡିଥିଲି। କିନ୍ତୁ ଆପଣଙ୍କ ଭଲପାଇବା ପାଇଁ ମୁଁ ମୋର ଛାତିକୁ ପଥର କରି ଏଠାକୁ ଆସିଲି।
ଭ୍ଲାଦିମିର୍ ପୁଟିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ।
ଭାରତର ସୀମାକୁ କେହି ନଜର ପକାଇଲେ ଆମ ସଶସ୍ତ୍ର ବାହିନୀ ସେମାନଙ୍କୁ ମୁହଁତୋଡ଼ ଯବାବ ଦେବେ । ଆମେ ଯୁଦ୍ଧର ବିରୋଧୀ ହୋଇଥିଲେ ବି ସାମର୍ଥ୍ୟ ବିନା ଶାନ୍ତି ସମ୍ଭବ ନୁହେଁ । ଆଜି ଜାମ୍ମୁ ଓ କାଶ୍ମୀରର କାର୍ଗିଲ ସୀମାରେ ଯବାନଙ୍କ ସହ ଦୀପାବଳି ମନାଇବା ବେଳେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କାର୍ଗିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ମୋଦି ଆଜି କାର୍ଗିଲ୍ରେ ପହଞ୍ଚିଛନ୍ତି।
ରୋଜଗାର ମେଳା ଜରିଆରେ ଆଗାମୀ ବର୍ଷକ ଭିତରେ ୧୦ ଲକ୍ଷ ସରକାରୀ ପଦରେ ନିଯୁକ୍ତିର ଲକ୍ଷ୍ୟ ରଖାଯାଇଥିଲା ବେଳେ ପ୍ରଥମ ପର୍ଯ୍ୟାୟରେ ଆଜି ୭୫ ହଜାର ୨୨୬ ଆଶାୟୀଙ୍କୁ ଅଫର ଲେଟର ମିଳିଛି ।
ମୋଦିଙ୍କ ବ୍ୟତୀତ ଅନ୍ୟ ୧୦୪ଟି ଲୋକସଭା ସିଟ୍ରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଦଳର ବରିଷ୍ଠ ନେତା ଓ କ୍ୟାବିନେଟ୍ ମନ୍ତ୍ରୀ ପହଞ୍ଚିବେ।
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଆଜି ରାଜକୀୟ ଅନ୍ତିମ ସତ୍କାର ହେବ। ଏଥିରେ ସାମିଲ ହେବା ପାଇଁ ଜାପାନରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୋକିଓରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବା ସହ ସେ ଶ୍ରଦ୍ଧାଞ୍ଜଳି ଜଣାଇବେ।
ଯୁଦ୍ଧ ବନ୍ଦ ପାଇଁ ପ୍ରଧାନମନ୍ତ୍ରୀ ମୋଦି, ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ଙ୍କ ସାମ୍ନାରେ ରଖିଥିବା ମନ୍ତବ୍ୟକୁ ଜାତିସଂଘ ସାଧାରଣ ଅଧିବେଶନରେ ପ୍ରଶଂସା କରାଯାଇଛି। ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦ୍ୟମକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ ପ୍ରଶଂସା କରିଛନ୍ତି।
ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ହେବ ଆଲୋଚନା
ମୋଦିଙ୍କୁ କୁନି ଝିଅର ମନ୍ କି ବାତ୍
୬ ଲେନ୍ ବିଶିଷ୍ଟ ଟନେଲ ଉଦ୍ଘାଟନ କଲେ ପ୍ରଧାମନ୍ତ୍ରୀ ମୋଦି ।
ଭାରତରେ ସଂଯୋଗୀକରଣ ଏକବିଂଶ ଶତାବ୍ଦୀରେ ପ୍ରଗତିର ନୂତନ ଗତି ନିର୍ଣ୍ଣୟ କରିବ । ଖୁବଶୀଘ୍ର ଲଞ୍ଚ ହେବାକୁ ଯାଉଛି 6G ମୋବାଇଲ୍ ସେବା । ଏନେଇ ଖୋଦ୍ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଡିଜିଟାଲ ପେମେଣ୍ଟ ଦ୍ୱାରା ଉଭୟ ଗ୍ରାହକ ଓ ଦୋକାନୀଙ୍କୁ ମିଳୁଛି ଲାଭ । ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସୂଚନା ଦେଲେ ମୋଦି ।
ଶନିବାର ପ୍ରଧାନମନ୍ତ୍ରୀ ମୋଦି, ଦିଲ୍ଲୀ ୭ ଲୋକ କଲ୍ୟାଣ ମାର୍ଗସ୍ଥିତି ତାଙ୍କ କ୍ୟାମ୍ପ ଅଫିସରେ ସମସ୍ତ ବିଭାଗର ସଚିବଙ୍କ ସହ ଦୀର୍ଘ ଚାରି ଘଣ୍ଟା ଧରି ବୈଠକ କରିଥିଲେ ।