• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pm Shri

PM SHRI
ରାଜ୍ୟରେ ଲାଗୁ ହେଲା ପିଏମ୍‌ଶ୍ରୀ ଯୋଜନା; ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟର କେଉଁ ସ୍କୁଲରେ ଏ ଯୋଜନା ଲାଗୁ କରାଯିବ, ତାହା ମୁଖ୍ୟମନ୍ତ୍ରୀ ଠିକ୍ କରନ୍ତୁ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏପରିକି ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଏ ଯୋଜନା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିବେଦନ କରିଛନ୍ତି ।

PM Shri Scheme
ଆସନ୍ତାକାଲି ଓଡ଼ିଶାରେ ‘ପିଏମ୍‌ଶ୍ରୀ’ର ହେବ ଶୁଭାରମ୍ଭ, ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଦେଶରେ ସ୍କୁଲ୍ ଶିକ୍ଷାର ମାନ ବୃଦ୍ଧି ତଥା ଭିତ୍ତିଭୂମିର ବିକାଶ ଲାଗି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ବା ପିଏମଶ୍ରୀ ଯୋଜନା। ରାଜ୍ୟ ସରକାର ଏଥିରେ ପଛଘୁଞ୍ଚା ଦେଉଥିଲେ ବି ଆସନ୍ତାକାଲି ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ସ୍କୁଲ୍ ଗୁଡ଼ିକରେ ଏହାର ଶୁଭାରମ୍ଭ ହେବାକୁ ଯାଉଛି।

 PM SHRI
ସଂଘୀୟ ବ୍ୟବସ୍ଥାର ପରିପନ୍ଥୀ କି ରାଜ୍ୟ ସରକାର ? ଆୟୁଷ୍ମାନକୁ ନା ପରେ ଏବେ ପିଏମ୍ ଶ୍ରୀକୁ ନେଇ ମତ ଅସ୍ପଷ୍ଟ

୨୦୨୨ ସେପ୍ଟମ୍ବର ୭ ତାରିଖରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ସାରା ଦେଶରେ ୧୪ ହଜାର ୫୦୦ରୁ ଅଧିକ ପିଏମ୍ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରହିଛି । ଜାତୀୟ ଶିକ୍ଷା ନୀତି ଆଧାରରେ ସ୍କୁଲରେ ସ୍ମାର୍ଟ କ୍ଲାସରୁମ୍ ପ୍ରତିଷ୍ଠା, ଅତ୍ୟାଧୁନିକ ଲାବ୍, କ୍ରୀଡ଼ାକୁ ଗୁରୁତ୍ୱ ଦେଇ ଭିତ୍ତିଭୂମିର ବିକାଶ ଲାଗି ପିଏମ୍‌ଶ୍ରୀରେ ବ୍ୟବସ୍ଥା ରହିଛି ।

Union state quarrel for PMShri scheme
ପିଏମ୍‌ଶ୍ରୀ ଯୋଜନାକୁ ନେଇ କେନ୍ଦ୍ର-ରାଜ୍ୟ ତୁ… ତୁ… ମେ... ମେ…

ଆୟୁଷ୍ମାନ ଭାରତ ପରେ ଏବେ ପିଏମ୍‌ଶ୍ରୀ ଯୋଜନାକୁ ନେଇ କେନ୍ଦ୍ର-ରାଜ୍ୟ ତୁ… ତୁ… ମେ... ମେ… ହେବାରେ ଲାଗିଛନ୍ତି। ସ୍ୱାସ୍ଥ୍ୟ ପରେ ଶିକ୍ଷା କ୍ଷେତ୍ରକୁ ନେଇ ଆରମ୍ଭ ହୋଇଛି ରାଜନୀତି। କେନ୍ଦ୍ର ରାଜ୍ୟ କଳି ଭିତରେ ବଳି ପଡିବେନି ତ ଛାତ୍ରଛାତ୍ରୀ।