ପ୍ରବଳ ପାଟିତୁଣ୍ଡ ସହ ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଯୁକ୍ତିତର୍କ ସ୍ଥିତି ଏମିତି ହେଲା ଯେ, ଶେଷରେ ପୋଲିସକୁ ଡାକିବାକୁ ପଡିଥିଲା।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ରେ ବ୍ୟାପକ ଅନିୟମିତତା ହୋଇଛି। ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ଓଡ଼ିଶାର ପଞ୍ଚାୟତିରାଜ ମନ୍ତ୍ରୀ ଅମାତଙ୍କ ଉପସ୍ଥିତିରେ ଆଜି ସେ ଏପରି କହିଛନ୍ତି।
ପିଏମ ଆବାସ ଯୋଜନାର ଲୋଗୋ ପରିବର୍ତ୍ତେ ବିଜୁ ପକା ଘର ଲୋଗୋ ଲାଗୁଛି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନା(PMAY) ଅନିୟମିତତା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ରାଜ୍ୟ ପାତରଅନ୍ତର କରୁଛି।