• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Poet

Poet
ଶକ୍ତି ମହାନ୍ତି ଓ ହେମନ୍ତ ଦଳପତି ପାଇବେ କବି ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର-୨୦୨୪

କବିତା ସର୍ଜନା କ୍ଷେତ୍ରରେ ଉଭୟେ ସକ୍ରିୟ ଥିବା ବେଳେ ଶକ୍ତି ସାମାଜିକ ପ୍ରତିବଦ୍ଧତା ସାଙ୍ଗକୁ ସମ୍ପର୍କ ଓ ସମାଜର ସହାବସ୍ଥାନକୁ ନେଇ କବିତା ଲେଖୁଥିବା ବେଳେ ହେମନ୍ତ ବଞ୍ଚିତ ମଣିଷର ଆର୍ତ୍ତ ଓ ଅସହାୟତାକୁ ନେଇ କବିତା ଲେଖି ନୂଆ କାବ୍ୟ ପରମ୍ପରା ସୃଷ୍ଟି କରିଛନ୍ତି। ଉଭୟେ ଏକାଧିକ କବିତା ସଂକଳନର ସ୍ରଷ୍ଟା। 

Timepass Lekhakayan
ଟାଇମ୍‍ପାସ୍‍ ଲେଖକାୟନ; ‘ସଂଗତ’ରେ ଦେବବ୍ରତ ଦାସଙ୍କ ‘ଲାଞ୍ଜ’କୁ ନେଇ ଚର୍ଚ୍ଚା

ବିଶିଷ୍ଟ କଥାକାର ପ୍ରକାଶ ମହାପାତ୍ରଙ୍କ ବଂଶୀବାଦନରୁ ଆରମ୍ଭ ହୋଇଥିବା ଏହି ସଂଗତରେ ଦେବବ୍ରତଙ୍କ ଗଳ୍ପର ବିଭିନ୍ନ ବିଭବକୁ ନେଇ ଆଲୋଚନା କରିଥିଲେ ଅଜୟ ସ୍ୱାଇଁ, ସଦାନନ୍ଦ ତ୍ରିପାଠୀ, ଭୀମ ପୃଷ୍ଟି, ବିୟତ୍‍ପ୍ରଜ୍ଞା ତ୍ରିପାଠୀ, ଦେବପ୍ରସାଦ ଦାଶ, ଅମରେଶ ବିଶ୍ୱାଳ, ଶକ୍ତି ମହାନ୍ତି, ଶୁଭ୍ରାଂଶୁ ପଣ୍ଡା ଏବଂ ପ୍ରକାଶ ମହାପାତ୍ର।

Poet
ଦେବବ୍ରତଙ୍କୁ ୧୦ମ ଜଗଦୀଶ କଥା ସମ୍ମାନ, ପ୍ରଜ୍ଞାପ୍ରବର୍ତ୍ତିକାଙ୍କୁ ‘ଜଗଦୀଶ ଯୁବ ସମ୍ମାନ’

ଯୁବଗାଳ୍ପିକମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ପ୍ରଦାନ କରାଯାଉଥିବା ‘ଜଗଦୀଶ ଯୁବ ସମ୍ମାନ’ ପାଇଁ ଚଳିତବର୍ଷ ଯୋଗ୍ୟା ବିବେଚିତ ହୋଇଛନ୍ତି କଥାକାର ପ୍ରଜ୍ଞାପ୍ରବର୍ତ୍ତିକା ଦାଶ।

Jadumani Jayanti
ରୀତିଯୁଗର ଶେଷ କବି ଯଦୁମଣି ମହାପାତ୍ର

ଈଶ୍ବରଙ୍କ କୃପାରୁ ନିଜକୁ ନିଜେ ଉପାଧିଭୂକ୍ତ କରିଥିବା କବି ସିଏ। ଘଣ୍ଟ ଭଳି ସମାଜର ଦୁସ୍ଥିତିକୁ ରାଜାଙ୍କ କର୍ଣ୍ଣଗୋଚର କରୁଥିବା ବ୍ୟକ୍ତିସିଏ।

Amaresh Biswal
ଗାଳ୍ପିକ ଓ ସାମ୍ୱାଦିକ ଅମରେଶ ବିଶ୍ୱାଳ ପାଇବେ ‘ରାଜ୍ୟସ୍ତରୀୟ ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ ୨୦୨୩’

ଚଳିତ ବର୍ଷ ଏହି ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅମରେଶ ବିଶ୍ୱାଳ ପେସାରେ ଜଣେ ଟିଭି ସାମ୍ବାଦିକ ହୋଇଥିଲେ ମଧ୍ୟ ଗଳ୍ପ ଏବଂ ଉପନ୍ୟାସ ଲିଖନ କ୍ଷେତ୍ରରେ ଖୁବ୍ ଲୋକପ୍ରିୟତା ହାସଲ କରିଛନ୍ତି।