ସୁନ୍ଦରଗଡ଼: ସୁନ୍ଦରଗଡ଼ ବଣାଇରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ। ବଣାଇ ଲୁଙ୍ଗା ପାହାଡ଼ରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସ୍ଥାନୀୟ ଅଞ୍ଚଳରେ ମାଓ ସଂଗଠନ କରିବା ପାଇଁ ଲୁଙ୍ଗା ପାହାଡ଼ରେ ଏକ ମାଓ କ୍ୟାମ୍ପ୍ କରିଥିଲେ ମାଓବାଦୀ। ବିଶେଷ ସୂତ୍ରରୁ ଖବର ପାଇ ଏସ୍ପିଙ୍କ ନେତୃତ୍ୱରେ ଏସଓଜି ଓ ଡିଭିଏଫ୍ ଯବାନମାନେ ଚଢ଼ାଉ କରିଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗତ ରାତି ୧୧ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ଗୁଳି […]