ଜବତ ଗାଡ଼ିକୁ ଛାଡ଼ିବା ପାଇଁ ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ। ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ ପୋଲିସ ଅଧିକାରୀ ।
ଜଣେ ପୋଲିସ ଅଧିକାରୀ ମାନବିକତାର ପରିଚୟ ଦେଖାଇ ନିଜେ ଶବ କାନ୍ଧେଇବା ସହ ଶ୍ମଶାନରେ ସତ୍କାର କରିଥିଲେ । ଏହି ଘଟଣାକୁ ସବୁ ମହଲରେ ପ୍ରଶଂସା କରାଯାଉଛି ।