ଭାରତ ବନ୍ଦ ବେଳେ ଅଭାବନୀୟ ଘଟଣା । ପାଟନାର ସବ୍ ଡିଭିଜିନାଲ ମାଜିଷ୍ଟ୍ରେଟଙ୍କୁ ଲାଠିରେ ପିଟିଛି ପୋଲିସ।
ପୋଲିସ ପକ୍ଷରୁ ବିଜେପି କର୍ମୀ ମାନଙ୍କ ଉପରେ ଲାଠି ଚାଳନା କରାଯାଇଥିଲା । ଫଳରେ ଭୁବନେଶ୍ୱର ଲୋୟର ପିଏମଜିରେ ହାତାହାତି ହୋଇଥିଲେ ପୋଲିସ ଓ ବିଜେପି କର୍ମୀ । ଖାଲି ସେତିକି ନୁହେଁ ପୋଲିସର ଲାଠି ମାଡ଼ରେ କିଛି ବିଜେପି କର୍ମୀ ମାନେ ଲହୁଲୁହାଣ ମଧ୍ୟ ହୋଇଛନ୍ତି ।
ଉତ୍ତ୍ୟକ୍ତ ଲୋକେ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡକୁ ଆକ୍ରମଣ କରିଥିଲେ। ଏପରିକି ଉଚ୍ଛେଦ କରୁଥିବା ଜେସିବିକୁ ଭଙ୍ଗାରୁଜା କରିଥିଲେ।
ପଦବୀ ୬୦୦, କିନ୍ତୁ ଇଣ୍ଟରଭ୍ୟୁ ପାଇଁ ଆସିଲେ ହଜାର ହଜାର ସଂଖ୍ୟାରେ ଆଶାୟୀ ପ୍ରାର୍ଥୀ। ଶେଷରେ ଲାଠିମାଡ଼ ଖାଇଲେ। ଗୁଜରାଟରେ ଏଭଳି କିଛି ଘଟଣା ଘଟିଛି।