• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Police Official

Special Story | Locals give grand farewell to police official in Malkangiri
ଦୁର୍ଗମ ବିଚ୍ଛିନ୍ନାଞ୍ଚଳର ଲୋକପ୍ରିୟ ପୋଲିସ୍ ବାବୁଙ୍କୁ ବିଦାୟ ଦେଲେ ଲୋକେ, କହିଲେ ଇଏ ଥିଲେ ନକ୍ସଲ ଗଡ଼ର ଷଣ୍ଢ

କିଛିବର୍ଷ ପୂର୍ବେ ପୂରା ଅଞ୍ଚଳ ଥିଲା ନକ୍ସଲଙ୍କ କବଜାରେ। ସେଠିକୁ କେହି ପୋଲିସ୍ ବାବୁ ଯିବାକୁ ରାଜି ହୁଅନ୍ତି ନାହିଁ। କିନ୍ତୁ ଏହି ଅଂଚଳରେ ଦୀର୍ଘଦିନ ଧରି କାମ କରି ଲୋକପ୍ରିୟ ହୋଇପାରିଥିଲେ ଜଣେ ଥାନାବାବୁ। ତାଙ୍କରି ସମୟରେ ସୁରକ୍ଷା ବ୍ୟବସ୍ଥାରେ ଅନେକ ଉନ୍ନତି ହୋଇଛି। ଲୋକେ ତାଙ୍କୁ କହୁଥିଲେ ଷଣ୍ଢ ପୋଲିସ୍ ବାବୁ। ଏବେ ତାଙ୍କର ବଦଳି ହେବାପରେ ତାଙ୍କୁ ଲୋକେ କେମିତି ବିଦାୟ ଦେଇଥିଲେ ଦେଖନ୍ତୁ…

Police Official Grows Exotic Apples In Ganjam
ଓଡିଶାରେ ଫଳିଛି ଲାଲ୍ ଟହ ଟହ ଥାଇଲାଣ୍ଡ ରେଡ୍ କାଶ୍ମୀର ଆପଲ୍

ଗଞ୍ଜାମରେ ଫଳିଛି ଲାଲ୍ ଟହ ଟହ ଥାଇଲାଣ୍ଡ ରେଡ୍ କାଶ୍ମୀର ଆପଲ୍ । ଏହି ନୂଆ ଭେରାଇଟର ଫଳକୁ ଅମଳ କରିବାରେ ସଫଳ ହୋଇଛନ୍ତି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳ ବି.ରଞ୍ଜନ ପ୍ରଧାନ ।