• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Police Showed No Mercy To People

Police Showed No Mercy To People
ସେବେ ପୋସ୍କୋ ଏବେ ଜିନ୍ଦଲ: ପୁଣିଥରେ ରକ୍ତରଞ୍ଜିତ ହେବ କି ଢିଙ୍କିଆ ?

ପୋଲିସର ଜୁଲମ୍ ଦେଖନ୍ତୁ, ଅସଭ୍ୟ ଭାଷାରେ ଗାଳିଦେଲେ, ବାଡାଇଲେ, ଆଉ ବୁଟ୍ ପିନ୍ଧି ଗୋଡ ଉପରେ ଚଢିଗଲେ । ଢିଙ୍କିଆରେ ଏ ୧୬ ବର୍ଷର ନାବାଳିକା ଝିଅ ପ୍ରତି କୁଆ଼ଡେ ଏମିତି ନିର୍ଦ୍ଦୟ ହୋଇପଡ଼ିଥିଲା ପୋଲିସ ୨ ଦିନ ପରେ ବି ନା ବଥା କମିଛି ନା କଷ୍ଟ ।

Police Showed No Mercy To People
JSW ପ୍ରକଳ୍ପକୁ ନେଇ ଢିଙ୍କିଆରେ ପୋଲିସ ଗ୍ରାମବାସୀ ମୁହାମୁହିଁ

ଭୟ ଆଉ ଆତଙ୍କରେ ଥରହର ଢିଙ୍କିଆ । ଯୁଆଡ଼େ ଚାହିଁବେ ଶୂନଶାନ୍ । ପଇଁତରା ମାରୁଛି ପୋଲିସ । ହାତରେ ଲାଠି ଧରି ଢିଙ୍କିଆ ଗାଁର ଏମୁଣ୍ଡରୁ ସେ ମୁଣ୍ଡ ଘୁରିବୁଲିଛନ୍ତି ଫୋର୍ସ । ଅଧିକାଂଶଙ୍କ ଘରେ ତାଲା ଝୁଲୁଛି ।