ନୋଏଡାର ସେକ୍ଟର-୯୩ ସ୍ଥିତ Grand Omaxe Societyରେ ଥିବା ରାଜନେତା ଶ୍ରୀକାନ୍ତ ତ୍ୟାଗୀଙ୍କ ଆପାର୍ଟମେଣ୍ଟରେ ଆଜି ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି। ଗତ କିଛି ଦିନ ପୂର୍ବେ ଏହି ଆପାର୍ଟମେଣ୍ଟର ଜଣେ ମହିଳାଙ୍କୁ ଶ୍ରୀକାନ୍ତ ତ୍ୟାଗୀ ଦୁର୍ବବ୍ୟହାର କରିଥିଲେ।