ସହରର ଉପକଣ୍ଠରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା ଆଦର୍ଶ ପୋଖରୀ । କିନ୍ତୁ ତିନି ବର୍ଷ ପୁରିନି ପୋଖରୀର ରୂପ ବଦଳିଗଲା ।
ପଡିଆକୁ କରିଦେଲେ ପୋଖରୀ, ଲୁଟି ନେଲେ ୮ ଲକ୍ଷ ଟଙ୍କା । ସତ ଜାଣିବା ପରେ ଗାଁ ଲୋକ କଲେ ବିରୋଧ
ଶୁଖିଲା ପଡ଼ିଛି ଚନ୍ଦନ ପୋଖରୀ, ୧୨ ବର୍ଷ ହେଲା ବନ୍ଦ କୋରାପୁଟ ନନ୍ଦପୁର ଜଗନ୍ନାଥ ମନ୍ଦିରର ଚନ୍ଦନ ଯାତ୍ରା
ବର୍ଷ ବର୍ଷ ଧରି ଅବହେଳିତ ହୋଇ ପଡ଼ିଥିବା ପୋଖରୀ ଏବେ ହେବାକୁ ଯାଉଛି ପଦ୍ମ ପୋଖରୀ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକରେ ଥିବା ପ୍ରାୟ ୨୦୦ ବର୍ଷ ପୂର୍ବର ଐତିହାସିକ ଡିଗି ପୋଖରୀ ଏବେ ନୂଆ ରୂପ ନେବାକୁ ଯାଉଛି।
ଚାଷୀଟିଏ ଚାଷ କରି କିଭଳି ଭଲ ଦି ପଇସା ରୋଜଗାର କରିପାରିବ ସେଥିପାଇଁ ସରକାରୀ ଯୋଜନାରେ ଖୋଳା ହେଉଛି ଫାର୍ମ ପଣ୍ଡ। ହେଲେ କେଇ ହାତ ଖୋଳି ଦେଇ ଟଙ୍କା ଖାଇ ଦେଉଛନ୍ତି ସରକାରୀ ବାବୁ। ଏମିତି ଅଭିଯୋଗକୁ ନେଇ ଆମର ସ୍ପେଶାଲ୍ ରିପୋର୍ଟ...