• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Potato Crisis In Bhubaneswar

Potato Price
କେବେ ଦୂର ହେବ ଆଳୁ ସଙ୍କଟ ?

ପ୍ରାୟ ଦୁଇ ସପ୍ତାହ ବିତିଲାଣି, ହେଲେ ରାଜ୍ୟରୁ ସଂପୂର୍ଣ୍ଣ ଦୂର ହେଉନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆସିପାରୁନି କି ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇନି। ଏପରି ସ୍ଥିତିରେ ବେଙ୍ଗଲରୁ ଲୁଚାଛପାରେ ଆସୁଥିବା ଆଳୁଗାଡ଼ି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଗଳାବାଟରେ ସିସିଟିଭି ଲଗାଇଛନ୍ତି ସେଠାକାର ସରକାର। ଏପଟେ ଆଳୁ ସଙ୍କଟ ଦୂର ପାଇଁ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। 

Potatoes
ଆଳୁ ଦରବୃଦ୍ଧିରୁ ସାମାନ୍ୟ ଆଶ୍ବସ୍ତି; ୩ କିଲୋକୁ ଶହେ ଟଙ୍କାରେ ବିକ୍ରି ଆରମ୍ଭ...

ତିନି ସପ୍ତାହ ପରେ ଆଳୁ ଦରବୃଦ୍ଧିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ୪୦ ଟଙ୍କା ତଳକୁ ଖସିଛି ଦର। କାରଣ ରାଜ୍ୟର ବିଭିନ୍ନ ଆଳୁ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ୍ ଆଳୁ।