ଓଡ଼ିଶାରେ ବିକ୍ରି ହେଉଛି ଆନ୍ଧ୍ରର ସରକାରୀ କ୍ଷୀର । ଅଙ୍ଗନବାଡ଼ି କେନ୍ଦ୍ରକୁ ଯୋଗାଯାଉଥିବା ମାଗଣା କ୍ଷୀରକୁ କୋରାପୁଟ ପଟାଙ୍ଗୀରେ ବିକ୍ରି କରୁଛନ୍ତି ଅସାଧୁ ବ୍ୟବସାୟୀ। ନଜର ପକାନ୍ତୁ ପୁରା ଘଟଣା ଉପରେ ।
ଓଡ଼ିଶାର ପଞ୍ଚାୟତ ନିର୍ବାଚନ ଭଣ୍ଡୁର ପାଇଁ ଫଗୁଣସିନେରୀ ଗାଁରେ ମେଳି କରିଥିଲେ ଆନ୍ଧ୍ର ଅଧିକାରୀ। କୋଟିଆରେ ଆନ୍ଧ୍ର-ଓଡ଼ିଶା ମୁହାଁମୁହିଁ ।