• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Poverty Takes A Toll On This Meritorious Girl Student

Poverty takes a toll on this meritorious girl
ପାଠ ପଢିବାକୁ ବହୁତ୍ ଇଚ୍ଛା, ପାଖରେ ଟଙ୍କା ନାହିଁ...ସାଙ୍ଗ କଲେଜ ଗଲେ କଷ୍ଟ ଲାଗୁଛି...କାନ୍ଦ ଲାଗୁଛି...

ଦାରିଦ୍ର୍ୟ ଦେଉଛି ବାଧା। ମାଟ୍ରିକ୍‌ରେ ଫାଷ୍ଟ କ୍ଲାସ୍‌ ପାଇବା ପରେ ବି କଲେଜ୍‌ ଯାଇପାରୁନି ଲକ୍ଷ୍ମୀପ୍ରିୟା। ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି, କାନ୍ଦୁଛି ଲକ୍ଷ୍ମୀ। ପର ଘରେ ମାଆ ମୂଲ ଲାଗିଲେ ଘରେ ଚୁଲି ଜଳିବ, ସେଠି ଝିଅର ପାଠପଢା ଚିନ୍ତା କରିବ ବା କେମିତି? ଆପଣମାନେ ସାହାଯ୍ୟ କଲେ କଲେଜ୍ ଯାଇପାରନ୍ତା ଲକ୍ଷ୍ମୀପ୍ରିୟା