କାହିଁକି ଓ କାହାଦ୍ୱାରା ଘଟିଲା ଏଭଳି ବିଭ୍ରାଟ୍ ? ତାହା ସ୍ପଷ୍ଟ ହୋଇନଥିବା ବେଳେ, କଳିଙ୍ଗ ପୁସ୍ତକ ମେଳା ଆୟୋଜିକା କହିଛନ୍ତି, ଜାତୀୟ ସଂଗୀତ ପରିବେଷଣ ବେଳେ ଲାଇନ୍ ଚାଲିଗଲା ଏବଂ ଜେନେରେଟର ଚାଲୁ କରିବା ସମୟରେ ପୁଣି ଆସିଗଲା ।
ବାରମ୍ବାର ବିଦ୍ୟୁତ୍ କାଟକୁ ନେଇ ଅଭିଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଏପରି କାଣ୍ଡ ଭିଆଇଛନ୍ତି ଲୋକେ । ସୂଚନା ଅନୁସାରେ ବିଜୟପୁରାରେ ବାରମ୍ବାର ବିଦ୍ୟୁତ୍ କାଟ୍ କରାଯାଉଥିଲା । ଯାହାଫଳରେ ଚାଷୀମାନେ ଚାଷ କାମ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ ।
SCB ମେଡିକାଲରେ ଅନ୍ତଃହୀନ ଦୁର୍ଦ୍ଦଶା । କେବେ ଲାଇନ୍ ରହୁନି ତ କେବେ ପାଣି ସଙ୍କଟ ।
କାଲି ୧୦ ଘଣ୍ଟା, ଆଜି ୬ ଘଣ୍ଟା ହେଲା ବିଦ୍ୟୁତ୍ ନାହିଁ । ଆଞ୍ଚଳିକ ନିଦାନ କେନ୍ଦ୍ରରେ ବିଦ୍ୟୁତ୍ ଗାଏବ । SCB ମେଡିକାଲରେ ରକ୍ତ ପରୀକ୍ଷା ଓ ସିଟି ସ୍କାନ୍ ବନ୍ଦ ।
ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କରେଣ୍ଟ ନାହିଁ । ଦୀର୍ଘ ସମୟ ଲାଇନ୍ କଟିଥିବାରୁ ସାଧାରଣ ଲୋକେ ନୟାନ୍ତ ହେଲେଣି ।
କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।
ଅଘୋଷିତ ପାୱାର କଟ୍କୁ ନେଇ ଅଡୁଆରେ ରାଜ୍ୟ ସରକାର । ବଢୁଛି ଜନ ଅସନ୍ତୋଷ, ହରଡ଼ଘଣାରେ ଶକ୍ତି ବିଭାଗ! ପ୍ରସଙ୍ଗ ଏଡ଼ାଇବାକୁ ଗ୍ୟାସ୍ ଦରବୃଦ୍ଧି ନେଇ ବିଜେଡିର ପ୍ରତିବାଦ । ବିଜେପିର ବିଦ୍ୟୁତ୍ କାଟ୍ ବନାମ୍ ବିଜେଡିର ମହଙ୍ଗା ଗ୍ୟାସ୍ ।
ଗୋଟେ କାଳବୈଶାଖୀରେ ଯଦି ରାଜଧାନୀରେ ବିଦ୍ୟୁତ୍ ସେବାର ସ୍ଥିତି ଏମିତି ତାହାଲେ ଯଦି ବାତ୍ୟା ଆସେ ସ୍ଥିତି କଣ ହେବ । ଗତକାଲି ଅପରାହ୍ନରୁ ରାତି ତମାମ କିଟିମିଟି ଅନ୍ଧାର ସାଙ୍ଗକୁ ଅସହ୍ୟ ଗରମରେ ଭୁବନେଶ୍ବରବାସୀ ଛଟପଟ ହେବା ପରେ ଖୋଦ୍ ମୁଖ୍ୟ ଶାସନ ସଚିବଙ୍କ ଟାଟା ପାୱାରକୁ ଏଭଳି ଟ୍ୱିଟ୍ କରି ତାଗିଦ୍ ଚର୍ଚ୍ଚାର ବିଷୟ ହୋଇଛି ।
ତାତି ଟିକେ କମିଛି ସତ, ହେଲେ ଏବେ ବି ଗ୍ରାମାଞ୍ଚଳରେ ଲୋକଙ୍କୁ କଷ୍ଟ ଦେଉଛି ପାୱାର କଟ୍ । ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ୍ ଯୋଗୁଁ ନାହିଁ ନଥିବା ହଇରାଣ ହେଉଛନ୍ତି ଲୋକେ ।
ଦିଲ୍ଲୀ ସମେତ ଦେଶରେ ଅନେକ ରାଜ୍ୟରେ ବିଦ୍ୟୁତ୍ ସଙ୍କଟ ସୃଷ୍ଟି ହୋଇଛି। କୋଇଲା ଅଭାବରୁ ଦିଲ୍ଲୀ ସମେତ ୧୨ ରାଜ୍ୟ ବିଦ୍ୟୁତ ସଙ୍କଟର ସାମ୍ନା କରିବାକୁ ପଡ଼ିଛି।
ରାଜ୍ୟରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମୋବାଇଲ ଓ ମହମବତୀରେ ମହିଳାଙ୍କ ଡେଲିଭରି ।