• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pradeep Panigrahi

Pradeep Panigrahi
ପ୍ରଦୀପ ପାଣିଗ୍ରାହୀ ପଦ୍ମ ଧରୁଥିବା ଚର୍ଚ୍ଚାକୁ ନେଇ ଛାନିଆ ବିଜେଡି

ଗଞ୍ଜାମ ରାଜନୀତିରେ ହଲଚଲ । ଚର୍ଚ୍ଚା ହେଉଛି,ଖୁବ ଶୀଘ୍ର ବିଜେପିରେ ମିଶିପାରନ୍ତି ବିଜେଡିରୁ ବହିଷ୍କୃତ, ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତେବେ ରୋଚକ କଥା ହେଉଛି ପ୍ରଦୀପଙ୍କ ଦଳବଦଳ ନହେଉଣୁ ଛାନିଆ ବିଜେଡି। ପ୍ରଦୀପ ଜନ ବିରୋଧୀ ଓ ତାଙ୍କ ନାଁରେ ଆର୍ଥିକ ହେରଫେର ମାମଲା ଥିବା ବେଳେ ବିଜେପି କେମିତି ତାଙ୍କୁ ଆପଣାଉଛି ବୋଲି ସାମ୍ବାଦିକ ସମ୍ମିଳନୀ କରି ଜଏନିଂ ଆଗରୁ ବିଜେଡି ନେତାଏ ପଚାରିଲେଣି। ତେବେ ପ୍ରଦୀପ ଏନେଇ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ, ବିଜେଡି ଭୟଭୀତ ବୋଲି କଟାକ୍ଷ କରିଛି ବିଜେପି..

Pradeep Panigrahi
ମୁହଁ ଖୋଲିନାହାନ୍ତି ପ୍ରଦୀପ; ଝାଳନାଳ ହେଲେଣି ବିଜେଡି ନେତା

ବିଜେପି ଘୋଷଣା କରିନି । ପ୍ରଦୀପ ପାଣିଗ୍ରାହୀ ବି ମୁହଁ ଖୋଲି କହି ନାହାଁନ୍ତି । ଏପଟେ ବିଜେଡି ଶିବିରରେ କିନ୍ତୁ କଂପନ ।

Gopalpur MLA Pradeep Panigrahi
ଅନୁଭବ ବଖାଣିଲେ ପ୍ରଦୀପ ପାଣିଗ୍ରାହୀ

ଅନୁଭବ ବଖାଣିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

Gopalpur MLA Pradeep Panigrahi
ପ୍ରଦୀପଙ୍କୁ ସୁରକ୍ଷା ଦେଇପାରିଲାନି ପୋଲିସ ! ଅଟକିଲେ ୩ ଘଣ୍ଟା, ଅଣ୍ଡା ସାଙ୍ଗକୁ ହେଲା ପଥର ମାଡ଼

ରାଜରାସ୍ତାରେ ଧସ୍ତାଧସ୍ତି... ନାରାବାଜି ସହ ମୁହାଁମୁହିଁ... ତାହାରି ଭିତରେ ଗାଡ଼ିରେ ଫସିରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗାଡ଼ିକୁ ହୋଇଛି ଅଣ୍ଡା ମାଡ଼ । ଫିଙ୍ଗାଯାଇଛି ଟେକାପଥର । ପାଣି ବୋତଲ ବି ମାଡ଼ ହୋଇଛି । ଆଉ ଏହାକୁ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଗୋଷ୍ଠୀ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ ।

VK Pandian
ପ୍ରଦୀପ ପାଣିଗ୍ରାହୀଙ୍କୁ 5T ସଚିବଙ୍କ ଟାର୍ଗେଟ୍‌

ପ୍ରଦୀପଙ୍କ ନାଁ ନନେଇ ତାଙ୍କ ନିର୍ବାଚନମଣ୍ଡଳିରେ ହିଁ ତାଙ୍କୁ ଟାର୍ଗେଟ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ ।

Pradeep Panigrahi
ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା-ବୋତଲ ମାଡ଼

5T ସଚିବଙ୍କ କାର୍ଯ୍ୟକ୍ରମକୁ ସେ ଯାଉଥିବା ବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।

Pradeep Panigrahi
MLA ପ୍ରଦୀପ ପାଣିଗ୍ରାହୀ-ବିଜେଡି ସମର୍ଥକ ମୁହାଁମୁହିଁ

ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଛନ୍ତି ବିଧାୟକ ।

Pradeep Panigrahi
ପ୍ରଦୀପଙ୍କ ଖୋଲା ଚ୍ୟାଲେଞ୍ଜ ! ମୁଁ ଯାଉଛି, ମୋର କିଛି ହେଲେ CM-DG-CS ଦାୟୀ

ସରକାରୀ କାର୍ଯ୍ୟକ୍ରମରେ ୪ ହଜାର ପୋଲିସ ଜଗିବେ। ଓଡ଼ିଶା ଲୋକଙ୍କୁ କ’ଣ ଭାବୁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ। 

Odisha Politics, BJD
5-T ସଚିବଙ୍କ ଗଂଜାମ ଗସ୍ତ ପୂର୍ବରୁ ବଢୁଛି ବିରୋଧ, ସଭାସ୍ଥଳରୁ କାନ୍ଥବାଡ଼ ସବୁଠି ବିରୋଧାତ୍ମକ ଲେଖା

ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କହି ଗଂଜାମ ଜିଲ୍ଲାପାଳ, ଡିଆଇଜି ସତ୍ୟବ୍ରତ ଭୋଇଙ୍କ ଉପରେ ବି ବର୍ଷିଛନ୍ତି ପ୍ରଦୀପ ।

Pradeep Panigrahi
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଛି ।

Pradeep Panigrahi
ନବୀନଙ୍କୁ ପ୍ରଦୀପଙ୍କ ସିଧା ନିଶାନା; ‘ବ୍ରହ୍ମପୁର ଏୟାରପୋର୍ଟ ନାଁରେ ସରକାର ଦେଉଛନ୍ତି ଲଲିପପ୍’

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।

Pradeep Panigrahi
ପ୍ରଦୀପଙ୍କ ସାଂଘାତିକ ଅଭିଯୋଗ, ‘ମୋ ପରିବାରର କିଛି ହେଲେ ମୁଖ୍ୟମନ୍ତ୍ରୀ ଦାୟୀ’

ମରିବାର ଯଦି ଅଛି ମରିବି କିନ୍ତୁ ଡରିବି ନାହିଁ ବୋଲି କହିଛନ୍ତି ପ୍ରଦୀପ ପାଣିଗ୍ରାହୀ ।

Pradeep panigrahi
ଏଯାଏଁ ଛିଣ୍ଡିନି ଅଡ଼ୁଆ ! EDରେ ହାଜର ହେଲେ ପ୍ରଦୀପଙ୍କ ପତ୍ନୀ

ପୂର୍ବତନ IFS ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ ତାଙ୍କୁ ଇଡିରେ ହାଜର ହେବାକୁ ନୋଟିସ ଦିଆଯାଇଥିଲା ।

Pradeep Panigrahi
ଗଞ୍ଜାମରେ ବିଜେଡିର ମାଷ୍ଟରପ୍ଲାନ୍‌କୁ ଫ୍ଲପ୍‌ କରିଦେବେ କି ପ୍ରଦୀପ?

ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ଏବେ ବେଶ୍ ସରଗରମ ଗଂଜାମ ରାଜନୀତି । ନିଜ ନିର୍ବାଚନ ମଣ୍ଡଳୀ ଗୋପାଳପୁରରେ ପତିଆରା ପ୍ରଦର୍ଶନରେ ମାତିଛନ୍ତି ଏହି ପୂର୍ବତନ ମନ୍ତ୍ରୀ ।

Special story
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ହଟହଟା : ହୋହଲ୍ଲା କରିବା ସହ ମୁର୍ଦ୍ଦାବାଦ୍ ନାରା ଦେଲେ ବିଜେଡି କର୍ମୀ

ଗୋପାଳପୁର କମଳାପୁର ଗାଁରେ ପ୍ରଦୀପଙ୍କ ଗସ୍ତକୁ ବିଜେଡି କର୍ମୀଙ୍କ ପ୍ରବଳ ବିରୋଧ

pradeep panigrahi
‘ଏବେ ବି ବିଜେଡିରେ ମୋ ନାଁ ରହିଛି, ମୁଖ୍ୟମନ୍ତ୍ରୀ ମୋତେ ଭଲ ପାଆନ୍ତି’

ଏବେ ବି ତାଲିକାରେ ନାଁ ରହିଛି, ମିଡିଆରେ ବହିଷ୍କୃତ ହୋଇଛି ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀ ଯଦି ଭଲ ପାଉ ନ ଥାନ୍ତେ, ଲିଖିତ ଭାବେ ବିଧାନସଭାକୁ ଜଣାଇଥାନ୍ତେ ।

Pradeep Panigrahi
୯ ଘଣ୍ଟାର ଜେରା ପରେ ଇଡ଼ିରୁ ବାହାରିଲେ ପ୍ରଦୀପ ପାଣିଗ୍ରାହୀ

ପୁଣି ଜେରାର ସମ୍ମୁଖୀନ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗତକାଲି଼ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ୯ ଘଣ୍ଟା ଧରି ବିଭିନ୍ନ ପ୍ରକାର ପ୍ରଶ୍ନ କରିଛି।

Gopalpur MLA Pradeep Panigrahi Appears For ED Questioning
ମୁଁ ଓଡିଆ ପୁଅ , ଶେଷ ଯାଏଁ ଲଢିବି

ଦୀର୍ଘ ୯ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। EDରୁ ଫେରିବା ପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି ।

ED grills pradeep Panigrahi's daughter
ଇଡିର ପଚରାଉଚରା ପରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେନି ପ୍ରଦୀପଙ୍କ ଝିଅ

ହୋଟେଲ ଥିବା ସମୟରେ ଲକ୍ଷାଧିକ ଟଙ୍କାର ଯେଉଁ କାରବାର ହୋଇଥିଲା, ଶ୍ରୁତିଙ୍କ ଭୂମିକା କଣ ରହିଛି, ତାହା ଜାଣିବାକୁ ଚାହିଁଛି ଇଡି।

Pradeep Panigrahi
ବଢ଼ିଲା ପ୍ରଦୀପଙ୍କ ଅଡ଼ୁଆ, ଏକକାଳୀନ ୧୫ ସ୍ଥାନରେ ଭିଜିଲାନ୍ସ ରେଡ୍‌

ବଢ଼ିଲା ପ୍ରଦୀପଙ୍କ ଅଡ଼ୁଆ । ପୁଣି ଘରେ ପଶିଲା ଭିଜିଲାନ୍ସ । ବିବାଦୀୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ପୁଣି ଭିଜିଲାନ୍ସ ରେଡ୍ । କେବଳ ବିଧାୟକଙ୍କ ଘରେ ନୁହେଁ ବରଂ ତାଙ୍କ ବନ୍ଧୁ ବାନ୍ଧବଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି । 

Pradeep Panigrahi
ସୁପ୍ରିମକୋର୍ଟରେ ପହଞ୍ଚିଲା ଲୋକାୟୁକ୍ତଙ୍କ ବିରୋଧରେ ଅଭିଯୋଗ

ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ।

pradeep panigrahi
ଲୋକାୟୁକ୍ତଙ୍କ ବିରୋଧରେ ହାଇକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୁନ୍‌ ୧୨ରେ ଜାମିନ୍‌ ଦିଆଯାଇଥିଲା । ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ । ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା ।

pradeep-panigrahi
ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର:  ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ  କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ୨୪ ଲକ୍ଷ ଟଙ୍କା କ୍ୟାସ୍ ସ୍ୟୁରିଟି ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ତାଙ୍କ ନାମରେ ଅନ୍ୟ ମାମଲା ରହିଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ। ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୪ ତାରିଖରେ କ୍ରାଇମ୍‌ବ୍ରାଞ୍ଚ […]

pradeep-and-pathak
କରୋନାରେ ସଂକ୍ରମିତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ IFS ଅଭୟକାନ୍ତ ପାଠକ

କରୋନାରେ ସଂକ୍ରମିତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ IFS ଅଭୟକାନ୍ତ ପାଠକ। ଉଭୟଙ୍କୁ ଝାରପଡ଼ା ଜେଲରରେ ଆଇସୋଲେସନରେ ରଖାଯାଇଛି। କାଲି ଝାରପଡ଼ା ଜେଲରେ ୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ କରୋନା ସଂକ୍ରମିତ।

PRadeep-panigrahi
ପ୍ରଦୀପଙ୍କ ବିରୋଧରେ ତଦନ୍ତ କରିପାରିବନି ଭିଜିଲାନ୍ସ : ଅଦାଲତରେ ରଦ୍ଦ ହେଲା ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

କଟକ: ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାରେ ତଦନ୍ତ କରିପାରିବ ନାହିଁ ଭିଜିଲାନ୍ସ। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ ହୋଇଯାଇଛି। ଦୀର୍ଘ ସମୟ ଶୁଣାଣି କରି ଏକଥା ସ୍ପଷ୍ଟ କରିଛନ୍ତି ହାଇକୋର୍ଟ। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଲୋକାୟୁକ୍ତରେ ଥିବା ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଖାରଜ କଲେ ହାଇକୋର୍ଟ। ମାମଲାର ଆବେଦନକାରୀ ଖୋଦ୍ ଭିଜିଲାନ୍ସ ହୋଇଥିବାରୁ ଏହାକୁ ଖାରଜ କରିଛନ୍ତି ଅଦାଲତ। କୋର୍ଟଙ୍କ ଏହି ରାୟରେ ସାମାନ୍ୟ  ଆଶ୍ୱସ୍ତ ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ତତ୍ତ୍ୱାବଧାନରେ […]